Job 1:12 — Compare Translations
5 translations compared side by side
Odia - 1840
"ତା'ପରେ ସଦାପ୍ରଭୁ ଶଯତାନକୁ କହିଲେ, ଠିକ୍ ଅଛି, ତା'ର ଯାହାସବୁ ଅଛି, ସଗେୁଡ଼ିକ ସହିତ ତୁମ୍ଭେ ଯେପରି ଚାହଁ କର, କିନ୍ତୁ ସହେି ବ୍ଯକ୍ତିକୁ ସ୍ପର୍ଶ କର ନାହିଁ। ତା'ପରେ ଶଯତାନ ସଦାପ୍ରଭୁଙ୍କ ଉପସ୍ଥିତିରୁ ଚାଲିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସଦାପ୍ରଭୁ ଶୟତାନକୁ କହିଲେ, ଦେଖ, ତାହାର ସର୍ବସ୍ଵରେ ତୁମ୍ଭର କ୍ଷମତା ଅଛି; କେବଳ ତାହାରି ଉପରେ ତୁମ୍ଭେ ହସ୍ତ ନ ଦିଅ । ତହିଁରେ ଶୟତାନ ସଦାପ୍ରଭୁଙ୍କ ସାକ୍ଷାତରୁ ବାହାରି ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସଦାପ୍ରଭୁ ଶୟତାନକୁ କହିଲେ, “ଠିକ୍ ଅଛି, ତା’ର ଯାହାସବୁ ଅଛି, ସେଗୁଡ଼ିକ ସହିତ ତୁମ୍ଭେ ଯେପରି ଗ୍ଭହଁ କର, କିନ୍ତୁ ସେହି ବ୍ୟକ୍ତିକୁ ସ୍ପର୍ଶ କର ନାହିଁ।” ତା’ପରେ ଶୟତାନ ସଦାପ୍ରଭୁଙ୍କ ଉପସ୍ଥିତିରୁ ଗ୍ଭଲିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସଦାପ୍ରଭୁ ଶୟତାନକୁ କହିଲେ, “ଦେଖ, ତାହାର ସର୍ବସ୍ୱରେ ତୁମ୍ଭର କ୍ଷମତା ଅଛି; କେବଳ ତାହାରି ଉପରେ ତୁମ୍ଭେ ହସ୍ତ ନ ଦିଅ।” ତହିଁରେ ଶୟତାନ ସଦାପ୍ରଭୁଙ୍କ ସାକ୍ଷାତରୁ ବାହାରିଗଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସଦାପ୍ରଭୁ ଶୟତାନକୁ କହିଲେ, “ଦେଖ, ତାହାର ସର୍ବସ୍ୱରେ ତୁମ୍ଭର କ୍ଷମତା ଅଛି; କେବଳ ତାହାରି ଉପରେ ତୁମ୍ଭେ ହସ୍ତ ନ ଦିଅ।” ତହିଁରେ ଶୟତାନ ସଦାପ୍ରଭୁଙ୍କ ସାକ୍ଷାତରୁ ବାହାରି ଗଲା।