Job 1:13 — Compare Translations

5 translations compared side by side

Odia - 1840
"ଗୋଟିଏ ଦିନ ଭୋଜି ମଧିଅରେ, ଆୟୁବର ପୁଅ ଓ ଝିଅମାନେ ବଡ଼ ଭାଇର ଘ ରେ ଏକତ୍ର ଖାଇବା ସହିତ ଦ୍ରାକ୍ଷାରସ ପାନ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଦିନକରେ ତାହାର ପୁତ୍ର ଓ କନ୍ୟାଗଣ ଆପଣାମାନଙ୍କ ଜ୍ୟେଷ୍ଠ ଭ୍ରାତାର ଗୃହରେ ଭୋଜନ ଓ ଦ୍ରାକ୍ଷାରସ ପାନ କରୁଥିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଆୟୁବ ସର୍ବସ୍ୱ ହରାଇଲା ଗୋଟିଏ ଦିନ ଭୋଜି ମଧ୍ୟରେ, ଆୟୁବର ପୁଅ ଓ ଝିଅମାନେ ବଡ଼ ଭାଇର ଘରେ ଏକତ୍ର ଖାଇବା ସହିତ ଦ୍ରାକ୍ଷାରସ ପାନ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଦିନେ ତାହାର ପୁତ୍ର ଓ କନ୍ୟାଗଣ ଆପଣାମାନଙ୍କ ଜ୍ୟେଷ୍ଠ ଭ୍ରାତାର ଗୃହରେ ଭୋଜନ ଓ ଦ୍ରାକ୍ଷାରସ ପାନ କରୁଥିଲେ,
Odia IRV 2017 (ଓଡିଆ ବାଇବେଲ)
ଆଉ, ଦିନେ ତାହାର ପୁତ୍ର ଓ କନ୍ୟାଗଣ ଆପଣାମାନଙ୍କ ଜ୍ୟେଷ୍ଠ ଭ୍ରାତାର ଗୃହରେ ଭୋଜନ ଓ ଦ୍ରାକ୍ଷାରସ ପାନ କରୁଥିଲେ,