Job 1:14 — Compare Translations

5 translations compared side by side

Odia - 1840
"ଏହି ସମୟରେ ଜଣେ ସମ୍ବାଦବାହକ ଆୟୁବକୁ ଖବର ଦଲୋ, ବଳଦମାନେ ଜମି ରେ ହଳ କରୁଥିବା ବେଳେ, ଗଧଗୁଡ଼ିକ ସମାନଙ୍କେ ନିକଟରେ ଚରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏପରି ସମୟରେ ଆୟୁବ ନିକଟକୁ ଏକ ଦୂତ ଆସି କହିଲା, ବଳଦମାନେ ହଳ ବୁଲାଉଥିଲେ ଓ ସେମାନଙ୍କ ନିକଟରେ ଗର୍ଦ୍ଦଭୀମାନେ ଚରୁଥିଲେ;
Odia Bible ERV 2004 (ପବିତ୍ର ବାଇବଲ)
ଏହି ସମୟରେ ଜଣେ ସମ୍ବାଦବାହକ ଆୟୁବକୁ ଖବର ଦେଲା, “ବଳଦମାନେ ଜମିରେ ହଳ କରୁଥିବା ବେଳେ, ଗଧଗୁଡ଼ିକ ସେମାନଙ୍କ ନିକଟରେ ଚରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏପରି ସମୟରେ ଆୟୁବ ନିକଟକୁ ଏକ ଦୂତ ଆସି କହିଲା, “ବଳଦମାନେ ହଳ ବୁଲାଉଥିଲେ ଓ ସେମାନଙ୍କ ନିକଟରେ ଗର୍ଦ୍ଦଭୀମାନେ ଚରୁଥିଲେ;
Odia IRV 2017 (ଓଡିଆ ବାଇବେଲ)
ଏପରି ସମୟରେ ଆୟୁବ ନିକଟକୁ ଏକ ଦୂତ ଆସି କହିଲା, ବଳଦମାନେ ହଳ ବୁଲାଉଥିଲେ ଓ ସେମାନଙ୍କ ନିକଟରେ ଗର୍ଦ୍ଦଭୀମାନେ ଚରୁଥିଲେ;