Job 1:15 — Compare Translations

5 translations compared side by side

Odia - 1840
"ଶିବାଯୀଯମାନେ ଆକ୍ରମଣ କଲେ ଏବଂ ଆମ୍ଭଠାରୁ ସମସ୍ତ ପଶୁମାନଙ୍କୁ ନଇଗେଲେ। ସମାନେେ ତୁମ୍ଭର ଦାସମାନଙ୍କୁ ମଧ୍ଯ ଖଡ୍ଗ ରେ ହତ୍ଯା କଲେ। ମୁଁ ହେଉଛି କବଳେ ଏକମାତ୍ର ୟିଏ ରକ୍ଷା ପାଇଛି ଏବଂ ତୁମ୍ଭକୁ ଏ ବିଷଯ ରେ କହିବାକୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ମଧ୍ୟରେ ଶିବାୟୀୟମାନେ ଆକ୍ରମଣ କରି ସେମାନଙ୍କୁ ନେଇଗଲେ; ଆହୁରି, ସେମାନେ ଖଡ଼୍‍ଗଧାରରେ ଦାସମାନଙ୍କୁ ବଧ କଲେ; ପୁଣି, ଆପଣଙ୍କୁ ସମ୍ଵାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଶିବାୟୀୟମାନେ ଆକ୍ରମଣ କଲେ ଏବଂ ଆମ୍ଭଠାରୁ ସମସ୍ତ ପଶୁମାନଙ୍କୁ ନେଇଗଲେ। ସେମାନେ ତୁମ୍ଭର ଦାସମାନଙ୍କୁ ମଧ୍ୟ ‌‌ଖ‌ଡ଼୍‌ଗରେ ହତ୍ୟା କଲେ। ମୁଁ ହେଉଛି କେବଳ ଏକମାତ୍ର ଯିଏ ରକ୍ଷା ପାଇଛି ତୁମ୍ଭକୁ ଏ ବିଷୟରେ କହିବାକୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିମଧ୍ୟରେ ଶିବାୟୀୟମାନେ ଆକ୍ରମଣ କରି ସେମାନଙ୍କୁ ନେଇଗଲେ; ଆହୁରି, ସେମାନେ ଖଡ୍ଗଧାରରେ ଦାସମାନଙ୍କୁ ବଧ କଲେ; ପୁଣି, ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।”
Odia IRV 2017 (ଓଡିଆ ବାଇବେଲ)
ଏଥି ମଧ୍ୟରେ ଶିବାୟୀୟମାନେ ଆକ୍ରମଣ କରି ସେମାନଙ୍କୁ ନେଇଗଲେ; ଆହୁରି, ସେମାନେ ଖଡ୍ଗଧାରରେ ଦାସମାନଙ୍କୁ ବଧ କଲେ; ପୁଣି, ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।