Job 1:16 — Compare Translations
5 translations compared side by side
Odia - 1840
"ସେ କଥା କହୁଥିବା ବେଳେ, ଆଉ ଜଣେ ବାର୍ତ୍ତାବହ ଆସିଲା ଏବଂ କହିଲା, ଆକାଶରୁ ବିଜୁଳି ପଡ଼ି ତୁମ୍ଭର ମେଣ୍ଢା ଓ ଛଳେି ଓ ତୁମ୍ଭର ଦାସମାନଙ୍କୁ ପୋଡ଼ି ଦଲୋ। ମୁଁ କବଳେ ଏକମାତ୍ର ୟିଏ ରକ୍ଷା ପାଇଛି ତୁମ୍ଭକୁ ଏହି ବିଷଯ ରେ କହିବା ପାଇଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, ଆକାଶରୁ ପରମେଶ୍ଵରଙ୍କ ଅଗ୍ନି ପଡ଼ି ମେଷପଲ ଓ ଦାସମାନଙ୍କୁ ଦଗ୍ଧ କରି ଗ୍ରାସ କରିଅଛି; ପୁଣି, ଆପଣଙ୍କୁ ସମ୍ଵାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସେ କଥା କହୁଥିବା ବେଳେ, ଆଉ ଜଣେ ବାର୍ତ୍ତାବହ ଆସିଲା ଏବଂ କହିଲା, “ଆକାଶରୁ ବିଜୁଳି ପଡ଼ି ତୁମ୍ଭର ମେଣ୍ଢା ଓ ଛେଳି ଓ ତୁମ୍ଭର ଦାସମାନଙ୍କୁ ପୋଡ଼ି ଦେଲା। ମୁଁ କେବଳ ଏକମାତ୍ର ଯିଏ ରକ୍ଷା ପାଇଛି ତୁମ୍ଭକୁ ଏହି ବିଷୟରେ କହିବା ପାଇଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, “ଆକାଶରୁ ପରମେଶ୍ୱରଙ୍କ ଅଗ୍ନି ପଡ଼ି ମେଷପଲ ଓ ଦାସମାନଙ୍କୁ ଦଗ୍ଧ କରି ଗ୍ରାସ କରିଅଛି; ପୁଣି, ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।”
Odia IRV 2017 (ଓଡିଆ ବାଇବେଲ)
ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, “ଆକାଶରୁ ପରମେଶ୍ୱରଙ୍କ ଅଗ୍ନି ପଡ଼ି ମେଷପଲ ଓ ଦାସମାନଙ୍କୁ ଦଗ୍ଧ କରି ଗ୍ରାସ କରିଅଛି; ପୁଣି, ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।”