Job 1:18 — Compare Translations

5 translations compared side by side

Odia - 1840
"ସେ କଥା କହୁଥିବା ବେଳେ, ଅନ୍ୟ ଜଣେ ବାର୍ତ୍ତାବହ ଆସି କହିଲା, ଆପଣଙ୍କ ପୁଅ-ଝିଅମାନେ ଯେତବେେଳେ ବଡ ଭାଇର ଘ ରେ ଦ୍ରାକ୍ଷାରସ ପାନ ଓ ଖାଇବା ରେ ବ୍ଯସ୍ତଥିଲେ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, ଆପଣଙ୍କ ପୁତ୍ର ଓ କନ୍ୟାଗଣ ସେମାନଙ୍କ ଜ୍ୟେଷ୍ଠ ଭ୍ରାତାର ଗୃହରେ ଭୋଜନ ଓ ଦ୍ରାକ୍ଷାରସ ପାନ କରୁଥିଲେ;
Odia Bible ERV 2004 (ପବିତ୍ର ବାଇବଲ)
ସେ କଥା କହୁଥିବା ବେଳେ, ଅନ୍ୟ ଜଣେ ବାର୍ତ୍ତାବହ ଆସି କହିଲା, “ଆପଣଙ୍କ ପୁଅ-ଝିଅମାନେ ଯେତେବେଳେ ବଡ଼ ଭାଇର ଘରେ ଦ୍ରାକ୍ଷାରସ ପାନ ଓ ଖାଇବାରେ ବ୍ୟସ୍ତଥିଲେ
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, “ଆପଣଙ୍କ ପୁତ୍ର ଓ କନ୍ୟାଗଣ ସେମାନଙ୍କ ଜ୍ୟେଷ୍ଠ ଭ୍ରାତାର ଗୃହରେ ଭୋଜନ ଓ ଦ୍ରାକ୍ଷାରସ ପାନ କରୁଥିଲେ;
Odia IRV 2017 (ଓଡିଆ ବାଇବେଲ)
ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, “ଆପଣଙ୍କ ପୁତ୍ର ଓ କନ୍ୟାଗଣ ସେମାନଙ୍କ ଜ୍ୟେଷ୍ଠ ଭ୍ରାତାର ଗୃହରେ ଭୋଜନ ଓ ଦ୍ରାକ୍ଷାରସ ପାନ କରୁଥିଲେ;