Job 1:20 — Compare Translations
5 translations compared side by side
Odia - 1840
"ଆୟୁବ ଯେତବେେଳେ ଏସବୁ ଶୁଣିଲା ସେ ନିଜର ପୋଷାକପତ୍ର ଚିରି ଦଲୋ ଏବଂ ଦୁଃଖ ଓ ଗ୍ଲାନି ରେ ଲଣ୍ଡା ହାଇପେଡ଼ିଲା। ତା'ପରେ ଆୟୁବ ଭୂମିରେ ବସି ପଡ଼ି ପରମେଶ୍ବରଙ୍କୁ ଉପାସନା କରିବାକୁ ଲାଗିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଆୟୁବ ଉଠି ଆପଣା ବସ୍ତ୍ର ଚିରିଲା ଓ ଆପଣା ମସ୍ତକ ମୁଣ୍ତନ କଲା ଓ ଭୂମିରେ ପଡ଼ି ପ୍ରଣାମ କଲା;
Odia Bible ERV 2004 (ପବିତ୍ର ବାଇବଲ)
ଆୟୁବ ଯେତେବେଳେ ଏସବୁ ଶୁଣିଲା ସେ ନିଜର ପୋଷାକପତ୍ର ଚିରି ଦେଲା ଏବଂ ଦୁଃଖ ଓ ଗ୍ଳାନିରେ ଲଣ୍ଡା ହୋଇପଡ଼ିଲା। ତା’ପରେ ଆୟୁବ ଭୂମିରେ ବସି ପଡ଼ି ପରମେଶ୍ୱରଙ୍କୁ ଉପାସନା କରିବାକୁ ଲାଗିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଆୟୁବ ଉଠି ଆପଣା ବସ୍ତ୍ର ଚିରିଲା ଓ ଆପଣା ମସ୍ତକ କ୍ଷୌର କଲା ଓ ଭୂମିରେ ପଡ଼ି ଉପାସନା କଲା;
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଆୟୁବ ଉଠି ଆପଣା ବସ୍ତ୍ର ଚିରିଲା ଓ ଆପଣା ମସ୍ତକ କ୍ଷୌର କଲା ଓ ଭୂମିରେ ପଡ଼ି ଉପାସନା କଲା;