Job 1:21 — Compare Translations

5 translations compared side by side

Odia - 1840
"ସେ ପ୍ରାର୍ଥନା କରି କହିଲା,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ କହିଲା, ମୁଁ ମାତାର ଗର୍ଭରୁ ଉଲଙ୍ଗ ଆସିଅଛି ଓ ମୁଁ ଉଲଙ୍ଗ ହୋଇ ସେଠାକୁ ଫେରିଯିବି; ସଦାପ୍ରଭୁ ଦେଲେ ଓ ସଦାପ୍ରଭୁ ନେଇଅଛନ୍ତି; ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ପ୍ରାର୍ଥନା କରି କହିଲା, “ମୁଁ ଯେତେବେଳେ ଏହି ପୃଥିବୀରେ ଜନ୍ମ ଲାଭ କଲି ସେତେବେଳେ ମୁଁ ଲଙ୍ଗଳା ଥିଲି ଓ ମୋ’ ପାଖରେ କିଛି ନ ଥିଲା। ଠିକ୍ ସେହିପରି ମୁଁ ଯେତେବେଳେ ମୃତ୍ୟୁବରଣ କରିବି ଓ ଏ ପୃଥିବୀକୁ ତ୍ୟାଗ କରିବି ସେତେବେଳେ ମଧ୍ୟ ଲଙ୍ଗଳା ଓ ଖାଲି ହାତରେ ଯିବି। ସଦାପ୍ରଭୁ ସବୁକିଛି ଦିଅନ୍ତି ଏବଂ ସବୁକିଛି ନେଇ ଯାଆନ୍ତି। ତେଣୁ ସଦାପ୍ରଭୁଙ୍କ ନାମ ହିଁ ପ୍ରଶଂସା ଯୋଗ୍ୟ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ କହିଲା, “ମୁଁ ମାତାର ଗର୍ଭରୁ ଉଲଙ୍ଗ ଆସିଅଛି ଓ ମୁଁ ଉଲଙ୍ଗ ହୋଇ ସେଠାକୁ ଫେରିଯିବି; ସଦାପ୍ରଭୁ ଦେଲେ ଓ ସଦାପ୍ରଭୁ ନେଇଅଛନ୍ତି; ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ।”
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ କହିଲା, “ମୁଁ ମାତାର ଗର୍ଭରୁ ଉଲଙ୍ଗ ଆସିଅଛି ଓ ମୁଁ ଉଲଙ୍ଗ ହୋଇ ସେଠାକୁ ଫେରିଯିବି; ସଦାପ୍ରଭୁ ଦେଲେ ଓ ସଦାପ୍ରଭୁ ନେଇଅଛନ୍ତି; ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ।”