Job 1:3 — Compare Translations

5 translations compared side by side

Odia - 1840
"ଆୟୁବ 7,000 ମେଣ୍ଢା, 3,000 ଓଟ, 1,000 ଷଣ୍ଢ ଏବଂ 500 ମାଇ ଗଧର ମାଲିକ ଥିଲା। ତା'ର ଅନକେ ଗୁଡ଼ିଏ ଭୃତ୍ଯ ଥିଲେ। ଆୟୁବ ପୂର୍ବାଞ୍ଚଳ ଦେଶମାନଙ୍କ ମଧିଅରେ ସବୁଠାରୁ ବେଶୀ ଧନୀ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ତାହାର ସମ୍ପତ୍ତି ସାତ ହଜାର ମେଷ ଓ ତିନି ହଜାର ଉଷ୍ଟ୍ର ଓ ପାଞ୍ଚ ଶହ ହଳ ବଳଦ ଓ ପାଞ୍ଚ ଶହ ଗର୍ଦ୍ଦଭୀ ଓ ଅତି ବଡ଼ ପରିବାର ଥିଲା; ତେଣୁ ସେ ପୂର୍ବଦେଶୀୟ ସମସ୍ତ ଲୋକଙ୍କ ଅପେକ୍ଷା ମହାନ ହୋଇଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆୟୁବ 7000 ମେଣ୍ଢା, 3000 ଓଟ, 1000 ଷଣ୍ଢ ଏବଂ 500 ମାଇ ଗଧର ମାଲିକ ଥିଲା। ତା’ର ଅନେକ ଗୁଡ଼ିଏ ଭୃତ୍ୟ ଥିଲେ। ଆୟୁବ ପୂର୍ବାଞ୍ଚଳ ଦେଶମାନଙ୍କ ମଧ୍ୟରେ ସବୁଠାରୁ ବେଶୀ ଧନୀ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ତାହାର ସମ୍ପତ୍ତି ସାତ ହଜାର ମେଷ, ତିନି ହଜାର ଉଷ୍ଟ୍ର, ପାଞ୍ଚ ଶହ ହଳ ବଳଦ, ପାଞ୍ଚ ଶହ ଗର୍ଦ୍ଦଭୀ ଓ ଅନେକ ଦାସଦାସୀ ଥିଲେ। ତେଣୁ ସେ ପୂର୍ବଦେଶୀୟ ସମସ୍ତ ଲୋକଙ୍କ ଅପେକ୍ଷା ମହାନ ହୋଇଥିଲା।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ତାହାର ସମ୍ପତ୍ତି ସାତ ହଜାର ମେଷ, ତିନି ହଜାର ଉଷ୍ଟ୍ର, ପାଞ୍ଚ ଶହ ହଳ ବଳଦ, ପାଞ୍ଚ ଶହ ଗର୍ଦ୍ଦଭୀ ଓ ଅନେକ ଦାସ ଦାସୀ ଥିଲେ। ତେଣୁ ସେ ପୂର୍ବଦେଶୀୟ ସମସ୍ତ ଲୋକଙ୍କ ଅପେକ୍ଷା ମହାନ୍ ହୋଇଥିଲା।