Job 1:4 — Compare Translations

5 translations compared side by side

Odia - 1840
"ଆୟୁବର ପୁଅମାନେ ପାଳି ପାଳି କରି ସମାନଙ୍କେ ଘ ରେ ଭୋଜି ପ୍ରସ୍ତୁତ କଲେ ଏବଂ ସମାନଙ୍କେ ତିନି ଭଉଣୀଙ୍କୁ ଏହି ଭୋଜିଗୁଡ଼ିକରେ ୟୋଗ ଦବୋକୁ ନିମନ୍ତ୍ରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତାହାର ପୁତ୍ରମାନେ ଯାଇ ପ୍ରତ୍ୟେକେ ଆପଣା ଆପଣା ଦିନରେ ଆପଣା ଆପଣା ଗୃହରେ ଭୋଜ କଲେ; ପୁଣି, ସେମାନେ ଲୋକ ପଠାଇ ଆପଣାମାନଙ୍କ ସଙ୍ଗେ ଭୋଜନପାନ କରିବା ପାଇଁ ଆପଣାମାନଙ୍କ ତିନି ଭଗିନୀଙ୍କି ନିମନ୍ତ୍ରଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆୟୁବର ପୁଅମାନେ ପାଳି ପାଳି କରି ସେମାନଙ୍କ ଘରେ ଭୋଜି ପ୍ରସ୍ତୁତ କଲେ ଏବଂ ସେମାନଙ୍କ ତିନି ଭଉଣୀଙ୍କୁ ଏହି ଭୋଜିରେ ଯୋଗଦେବାକୁ ନିମନ୍ତ୍ରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତାହାର ପୁତ୍ରମାନେ ଯାଇ ପ୍ରତ୍ୟେକେ ଆପଣା ଆପଣା ଦିନରେ ଆପଣା ଆପଣା ଗୃହରେ ଭୋଜ କଲେ; ପୁଣି ସେମାନେ ଲୋକ ପଠାଇ ଆପଣାମାନଙ୍କ ସଙ୍ଗେ ଭୋଜନ ଓ ପାନ କରିବା ପାଇଁ ଆପଣାମାନଙ୍କ ତିନି ଭଗିନୀଙ୍କୁ ନିମନ୍ତ୍ରଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ତାହାର ପୁତ୍ରମାନେ ଯାଇ ପ୍ରତ୍ୟେକେ ଆପଣା ଆପଣା ଦିନରେ ଆପଣା ଆପଣା ଗୃହରେ ଭୋଜ କଲେ; ପୁଣି ସେମାନେ ଲୋକ ପଠାଇ ଆପଣାମାନଙ୍କ ସଙ୍ଗେ ଭୋଜନ ଓ ପାନ କରିବା ପାଇଁ ଆପଣାମାନଙ୍କ ତିନି ଭଗିନୀଙ୍କୁ ନିମନ୍ତ୍ରଣ କଲେ।