Job 1:5 — Compare Translations

5 translations compared side by side

Odia - 1840
"ଆୟୁବ ଉତ୍ସବ ପରଦିନ ପ୍ରାତଃକାଳରୁ ଶୟ୍ଯା ତ୍ଯାଗ କରି ତା'ର ପ୍ରେତ୍ୟକକ ପୁଅର ମଙ୍ଗଳ ପାଇଁ ପରମେଶ୍ବରଙ୍କ ନିକଟରେ ହାମବେଳି ଅର୍ପଣ କରୁଥିଲା। ସେ ଭାବୁଥିଲା, ମାେ ପିଲାମାନେ ହୁଏତ ହୃଦଯ ରେ ପାପକରି ପରମେଶ୍ବରଙ୍କୁ ଶାପ ଦଇେଥାଇ ପାରନ୍ତି। ଆୟୁବ ପ୍ରେତ୍ୟକକ ଥର ଏପରି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପାଳିକ୍ରମେ ସେମାନଙ୍କ ଭୋଜର ଦିନ ଗତ ହୁଅନ୍ତେ, ଆୟୁବ ସେମାନଙ୍କୁ ଡକାଇ ପବିତ୍ର କଲା ଓ ଅତି ପ୍ରଭାତରେ ଉଠି ସେସମସ୍ତଙ୍କ ସଂଖ୍ୟାନୁସାରେ ହୋମବଳି ଉତ୍ସର୍ଗ କଲା; କାରଣ ଆୟୁବ କହିଲା, ହୋଇପାରେ, ଆମ୍ଭର ପୁତ୍ରମାନେ ପାପ କରିଥିବେ ଓ ମନେ ମନେ ପରମେଶ୍ଵରଙ୍କୁ ପରିତ୍ୟାଗ କରିଥିବେ । ଏହିରୂପେ ଆୟୁବ ସର୍ବଦା କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆୟୁବ ଉତ୍ସବ ପରଦିନ ପ୍ରାତଃକାଳରୁ ଶଯ୍ୟା ତ୍ୟାଗ କରି ତା’ର ପ୍ରତ୍ୟେକ ପୁଅର ମଙ୍ଗଳ ପାଇଁ ପରମେଶ୍ୱରଙ୍କ ନିକଟରେ ହୋମବଳି ଅର୍ପଣ କରୁଥିଲା। ସେ ଭାବୁଥିଲା, “ମୋ’ ପିଲାମାନେ ହୁଏତ ହୃଦୟରେ ପାପ କରି ପରମେଶ୍ୱରଙ୍କୁ ଶାପ ଦେଇଥାଇ ପାରନ୍ତି।” ଆୟୁବ ପ୍ରତ୍ୟେକ ଥର ଏପରି କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପାଳିକ୍ରମେ ସେମାନଙ୍କ ଭୋଜର ଦିନ ଗତ ହୁଅନ୍ତେ, ଆୟୁବ ସେମାନଙ୍କୁ ଡକାଇ ପବିତ୍ର କଲା ଓ ଅତି ପ୍ରଭାତରେ ଉଠି ସେ ସମସ୍ତଙ୍କ ପାଇଁ ହୋମବଳି ଉତ୍ସର୍ଗ କଲା; କାରଣ ଆୟୁବ କହିଲା, “ହୋଇପାରେ, ଆମ୍ଭର ପିଲାମାନେ ପାପ କରିଥିବେ ଓ ମନେ ମନେ ପରମେଶ୍ୱରଙ୍କୁ ଅଭିଶାପ କରିଥିବେ।” ଏହିରୂପେ ଆୟୁବ ସର୍ବଦା କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପାଳିକ୍ରମେ ସେମାନଙ୍କ ଭୋଜର ଦିନ ଗତ ହୁଅନ୍ତେ, ଆୟୁବ ସେମାନଙ୍କୁ ଡକାଇ ପବିତ୍ର କଲା ଓ ଅତି ପ୍ରଭାତରେ ଉଠି ସେ ସମସ୍ତଙ୍କ ପାଇଁ ହୋମବଳି ଉତ୍ସର୍ଗ କଲା; କାରଣ ଆୟୁବ କହିଲା, ହୋଇପାରେ, ଆମ୍ଭର ପିଲାମାନେ ପାପ କରିଥିବେ ଓ ମନେ ମନେ ପରମେଶ୍ୱରଙ୍କୁ ଅଭିଶାପ କରିଥିବେ। ଏହିରୂପେ ଆୟୁବ ସର୍ବଦା କଲା।