Job 1:6 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କ ସହିତ ସାକ୍ଷାତ ଲାଗି ସ୍ବର୍ଗଦୂତମାନଙ୍କ ପାଇଁ ସହେି ଦିନଟି ଉପସ୍ଥିତ ହେଲା। ସହେି ସ୍ବର୍ଗଦୂତମାନଙ୍କ ସହିତ ଶଯତାନ ମଧ୍ଯ ସଠାେରେ ଉପସ୍ଥିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦିନକରେ ପରମେଶ୍ଵରଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବାକୁ ଆସନ୍ତେ, ଶୟତାନ ହିଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ସହିତ ସାକ୍ଷାତ ଲାଗି ସ୍ୱର୍ଗଦୂତମାନଙ୍କ ପାଇଁ ସେହି ଦିନଟି ଉପସ୍ଥିତ ହେଲା। ସେହି ସ୍ୱର୍ଗଦୂତମାନଙ୍କ ସହିତ ଶୟତାନ ମଧ୍ୟ ସେଠାରେ ଉପସ୍ଥିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦିନକରେ ପରମେଶ୍ୱରଙ୍କ ଦୂତଗଣ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବାକୁ ଆସନ୍ତେ, ଶୟତାନ ମଧ୍ୟ ସେମାନଙ୍କ ମଧ୍ୟରେ ଉପସ୍ଥିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଦିନକରେ ପରମେଶ୍ୱରଙ୍କ ଦୂତଗଣ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହେବାକୁ ଆସନ୍ତେ, ଶୟତାନ ମଧ୍ୟ ସେମାନଙ୍କ ମଧ୍ୟରେ ଉପସ୍ଥିତ ହେଲା।