Job 1:7 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଶଯତାନକୁ ପଚାରିଲେ, ତୁମ୍ଭେ କେଉଁଠାରୁ ଆସିଲ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସଦାପ୍ରଭୁ ଶୟତାନକୁ କହିଲେ, ତୁମ୍ଭେ କେଉଁଠାରୁ ଆସିଲ? ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, ପୃଥିବୀରେ ଏଣେତେଣେ ଭ୍ରମଣ ଓ ତହିଁ ମଧ୍ୟରେ ଗମନାଗମନ କରି କରି ଆସିଲି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଶୟତାନକୁ ପଗ୍ଭରିଲେ, “ତୁମ୍ଭେ କେଉଁଠାରୁ ଆସିଲ?” ଶୟତାନ ସଦାପ୍ରଭୁଙ୍କୁ ଉତ୍ତର ଦେଲା, “ମୁଁ ପୃଥିବୀର ଏଣେତେଣେ ବିଚରଣ କରୁଥିଲି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସଦାପ୍ରଭୁ ଶୟତାନକୁ ପଚାରିଲେ, “ତୁମ୍ଭେ କେଉଁଠାରୁ ଆସିଲ?” ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, “ପୃଥିବୀରେ ଏଣେତେଣେ ଭ୍ରମଣ ଓ ତହିଁ ମଧ୍ୟରେ ଗମନାଗମନ କରି କରି ଆସିଲି।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସଦାପ୍ରଭୁ ଶୟତାନକୁ ପଚାରିଲେ, ତୁମ୍ଭେ କେଉଁଠାରୁ ଆସିଲ? ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, ପୃଥିବୀରେ ଏଣେତେଣେ ଭ୍ରମଣ ଓ ତହିଁ ମଧ୍ୟରେ ଗମନାଗମନ କରି କରି ଆସିଲି।