Job 1:8 — Compare Translations

5 translations compared side by side

Odia - 1840
"ତା'ପରେ ସଦାପ୍ରଭୁ ଶଯତାନକୁ ପଚାରିଲେ, ତୁମ୍ଭେ ମାରେ ସବେକ ଆୟୁବକୁ ଦେଖିଛ କି? ଆୟୁବ ଭଳି ଜଣେ ବ୍ଯକ୍ତି ଏ ପୃଥିବୀ ରେ କହେି ନାହିଁ। ଆୟୁବ ଜଣେ ଉତ୍ତମ ଓ ଧାର୍ମିକ ବ୍ଯକ୍ତି ଅଟେ। ସେ ପରମେଶ୍ବରଙ୍କୁ ଉପାସନା କରେ ଏବଂ ମନ୍ଦକାର୍ୟ୍ଯ କରିବାକୁ ପ୍ରତ୍ଯାଖାନ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସଦାପ୍ରଭୁ ଶୟତାନକୁ କହିଲେ, ତୁମ୍ଭେ କି ଆମ୍ଭ ଦାସ ଆୟୁବ ପ୍ରତି ମନ ଦେଇଅଛ? କାରଣ ତାହାର ସମାନ ସିଦ୍ଧ ଓ ସରଳ, ପରମେଶ୍ଵର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଲୋକ ପୃଥିବୀରେ କେହି ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସଦାପ୍ରଭୁ ଶୟତାନକୁ ପଗ୍ଭରିଲେ, “ତୁମ୍ଭେ ମୋର ସେବକ ଆୟୁବକୁ ଦେଖିଛ କି? ଆୟୁବ ଭଳି ଜଣେ ବ୍ୟକ୍ତି ଏ ପୃଥିବୀରେ କେହି ନାହିଁ। ଆୟୁବ ଜଣେ ଉତ୍ତମ ଓ ଧାର୍ମିକ ବ୍ୟକ୍ତି ଅଟେ। ସେ ପରମେଶ୍ୱରଙ୍କୁ ଉପାସନା କରେ ଏବଂ ମନ୍ଦକାର୍ଯ୍ୟ କରିବାକୁ ପ୍ରତ୍ୟାଖାନ କରେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସଦାପ୍ରଭୁ ଶୟତାନକୁ ପଚାରିଲେ, “ତୁମ୍ଭେ କି ଆମ୍ଭ ଦାସ ଆୟୁବ ପ୍ରତି ଧ୍ୟାନ ଦେଇଅଛ? କାରଣ ତାହାର ସମାନ ସିଦ୍ଧ ଓ ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଲୋକ ପୃଥିବୀରେ କେହି ନାହିଁ?”
Odia IRV 2017 (ଓଡିଆ ବାଇବେଲ)
ତହୁଁ ସଦାପ୍ରଭୁ ଶୟତାନକୁ ପଚାରିଲେ, ତୁମ୍ଭେ କି ଆମ୍ଭ ଦାସ ଆୟୁବ ପ୍ରତି ଧ୍ୟାନ ଦେଇଅଛ? କାରଣ ତାହାର ସମାନ ସିଦ୍ଧ ଓ ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଲୋକ ପୃଥିବୀରେ କେହି ନାହିଁ?