Job 10:1 — Compare Translations
5 translations compared side by side
Odia - 1840
"ମୁଁ ମାରେ ନିଜର ପ୍ରାଣକୁ ଘୃଣା କରେ ତେଣୁ ମୁଁ ସ୍ବଚ୍ଛନ୍ଦ ରେ ମାରେ ଅଭିଯୋଗ କରିବି। ମାରେ ଆତ୍ମା ତିକ୍ତ ହାଇେ ଗଲାଣି। ତେଣୁ ବର୍ତ୍ତମାନ ମୁଁ କହିପାରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ପ୍ରାଣ ମୋʼ ଜୀବନ ବିଷୟରେ କ୍ଳା; ହୋଇଅଛି, ମୁଁ ଆପଣା ଦୁଃଖ ସ୍ଵଚ୍ଛନ୍ଦରେ କହିବି; ମୁଁ ଆପଣା ପ୍ରାଣର ତିକ୍ତତାରେ କହିବି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମୋର ନିଜର ପ୍ରାଣକୁ ଘୃଣା କରେ, ତେଣୁ ମୁଁ ସ୍ୱଚ୍ଛନ୍ଦରେ ମୋର ଅଭିଯୋଗ କରିବି। ମୋର ଆତ୍ମା ତିକ୍ତ ହୋଇ ଗଲାଣି, ତେଣୁ ବର୍ତ୍ତମାନ ମୁଁ କହି ପାରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ପ୍ରାଣ ମୋʼ ଜୀବନ ବିଷୟରେ କ୍ଳାନ୍ତ ହୋଇଅଛି, ମୁଁ ଆପଣା ଦୁଃଖ ସ୍ୱଚ୍ଛନ୍ଦରେ କହିବି; ମୁଁ ଆପଣା ପ୍ରାଣର ତିକ୍ତତାରେ କହିବି।
Odia IRV 2017 (ଓଡିଆ ବାଇବେଲ)
ମୋ’ ପ୍ରାଣ ମୋ’ ଜୀବନ ବିଷୟରେ କ୍ଳାନ୍ତ ହୋଇଅଛି, ମୁଁ ଆପଣା ଦୁଃଖ ସ୍ୱଚ୍ଛନ୍ଦରେ କହିବି; ମୁଁ ଆପଣା ପ୍ରାଣର ତିକ୍ତତାରେ କହିବି।