Job 10:11 — Compare Translations

5 translations compared side by side

Odia - 1840
"ଏତେ ତୁମ୍ଭେ ମାେତେ ହାଡ ଓ ଶିରା ରେ ମାରେ ଶରୀର ଗଢ଼ିଛ ତା'ପରେ ଚର୍ମ ଓ ମାଂସ ରେ ମାରେ ଶରୀର ଆଚ୍ଛାଦିତ କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମୋତେ ଚର୍ମ ଓ ମାଂସରେ ବସ୍ତ୍ରାନ୍ଵିତ କରିଅଛ, ପୁଣି ଅସ୍ଥି ଓ ଶିରାରେ ମୋତେ ଏକତ୍ର ବୁଣିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ଏବେ ତୁମ୍ଭେ ମୋତେ ହାଡ଼ ଓ ଶିରାରେ ମୋର ଶରୀର ଗଢ଼ିଛ, ତା’ପରେ ଚର୍ମ ଓ ମାଂସରେ ମୋର ଶରୀର ଆଚ୍ଛାଦିତ କରିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମୋତେ ଚର୍ମ ଓ ମାଂସରେ ବସ୍ତ୍ରାନ୍ୱିତ କରିଅଛ, ପୁଣି ଅସ୍ଥି ଓ ଶିରାରେ ମୋତେ ଏକତ୍ର ବୁଣିଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମୋତେ ଚର୍ମ ଓ ମାଂସରେ ବସ୍ତ୍ରାନ୍ୱିତ କରିଅଛ, ପୁଣି ଅସ୍ଥି ଓ ଶିରାରେ ମୋତେ ଏକତ୍ର ବୁଣିଅଛ।