Job 10:12 — Compare Translations
5 translations compared side by side
Odia - 1840
"ତୁମ୍ଭେ ମାେତେ ଜୀବନ ଦାନ କରିଛ ଏବଂ ମାେତେ ଦୟା ଦଖାଇେଛ। ତୁମ୍ଭେ ମାରେ ଯତ୍ନ ନଇେଛ ଏବଂ ମାରେ ଆତ୍ମାର ପର୍ୟ୍ଯବେକ୍ଷକ ହାଇେଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମୋତେ ଜୀବନ ଓ ଅନୁଗ୍ରହ ଦାନ କରିଅଛ ଓ ତୁମ୍ଭର ତତ୍ତ୍ଵାବଧାରଣ ମୋର ଆତ୍ମାକୁ ରକ୍ଷା କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ମୋତେ ଜୀବନ ଦାନ କରିଛ ଏବଂ ମୋତେ ଦୟା ଦେଖାଇଛ। ତୁମ୍ଭେ ମୋର ଯତ୍ନ ନେଇଛ ଏବଂ ମୋର ଆତ୍ମାର ପର୍ଯ୍ୟବେକ୍ଷକ ହୋଇଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମୋତେ ଜୀବନ ଓ ଅନୁଗ୍ରହ ଦାନ କରିଅଛ ଓ ତୁମ୍ଭର ତତ୍ତ୍ୱାବଧାରଣ ମୋର ଆତ୍ମାକୁ ରକ୍ଷା କରିଅଛି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମୋତେ ଜୀବନ ଓ ଅନୁଗ୍ରହ ଦାନ କରିଅଛ ଓ ତୁମ୍ଭର ତତ୍ତ୍ୱାବଧାରଣ ମୋର ଆତ୍ମାକୁ ରକ୍ଷା କରିଅଛି।