Job 10:13 — Compare Translations
5 translations compared side by side
Odia - 1840
"ତଥାପି ଏସବୁ ବିଷଯ ତୁମ୍ଭେ ତୁମ୍ଭ ହୃଦଯ ରେ ଗୋପନ ରଖିଥିଲ ମୁଁ ଜାଣେ ଏହା ତୁମ୍ଭ ମନର ଗୋପନ ଅଭିପ୍ରାଯ। ହଁ, ମୁଁ ଜାଣେ ଏହାହିଁ ତୁମ୍ଭ ମନର ବିଚାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ତୁମ୍ଭେ ଏହିସବୁ ବିଷୟ ଆପଣା ମନରେ ଗୁପ୍ତ କରି ରଖିଅଛ; ମୁଁ ଜାଣେ, ଏହା ହିଁ ତୁମ୍ଭର ବିଚାର;
Odia Bible ERV 2004 (ପବିତ୍ର ବାଇବଲ)
ତଥାପି ଏସବୁ ବିଷୟ ତୁମ୍ଭେ ତୁମ୍ଭ ହୃଦୟରେ ଗୋପନ ରଖିଥିଲ, ମୁଁ ଜାଣେ ଏହା ତୁମ୍ଭ ମନର ଗୋପନ ଅଭିପ୍ରାୟ। ହଁ, ମୁଁ ଜାଣେ ଏହା ହିଁ ତୁମ୍ଭ ମନର ବିଗ୍ଭର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ତୁମ୍ଭେ ଏହିସବୁ ବିଷୟ ଆପଣା ମନରେ ଗୁପ୍ତ କରି ରଖିଅଛ; ମୁଁ ଜାଣେ, ଏହା ହିଁ ତୁମ୍ଭର ବିଚାର;
Odia IRV 2017 (ଓଡିଆ ବାଇବେଲ)
ତଥାପି ତୁମ୍ଭେ ଏହିସବୁ ବିଷୟ ଆପଣା ମନରେ ଗୁପ୍ତ କରି ରଖିଅଛ; ମୁଁ ଜାଣେ, ଏହା ହିଁ ତୁମ୍ଭର ବିଚାର;