Job 10:14 — Compare Translations
5 translations compared side by side
Odia - 1840
"ଯଦି ମୁଁ ପାପ କରିଛି, ତୁମ୍ଭେ ମାେତେ ଦେଖିବ, ଯେ ହତେୁ ତୁମ୍ଭେ ମାେତେ ଅଧର୍ମ କରିଥିବାରୁ ଶାସ୍ତି ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ପାପ କଲେ, ତୁମ୍ଭେ ମୋତେ ଲକ୍ଷ୍ୟ କରୁଅଛ ଓ ତୁମ୍ଭେ ମୋର ଅଧର୍ମରୁ ମୋତେ ମୁକ୍ତ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ମୁଁ ପାପ କରିଛି, ତୁମ୍ଭେ ମୋତେ ଦେଖିବ, ଯେହେତୁ ତୁମ୍ଭେ ମୋତେ ଅଧର୍ମ କରିଥିବାରୁ ଶାସ୍ତି ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ପାପ କଲେ, ତୁମ୍ଭେ ମୋତେ ଲକ୍ଷ୍ୟ କରୁଅଛ ଓ ତୁମ୍ଭେ ମୋର ଅଧର୍ମରୁ ମୋତେ ମୁକ୍ତ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୁଁ ପାପ କଲେ, ତୁମ୍ଭେ ମୋତେ ଲକ୍ଷ୍ୟ କରୁଅଛ ଓ ତୁମ୍ଭେ ମୋର ଅଧର୍ମରୁ ମୋତେ ମୁକ୍ତ କରିବ ନାହିଁ।