Job 10:15 — Compare Translations
5 translations compared side by side
Odia - 1840
"ମୁଁ ଯେତବେେଳେ ପାପ କରେ, ମୁଁ ଦୋଷୀ ହୁଏ ଏବଂ ତାହା ମାେ ପ୍ରତି ବହୁତ ଖରାପ। ଯଦିଓ ମୁଁ ନିର୍ଦ୍ ଦୋଷ ମୁଁ ମୁଣ୍ଡ ଟକେି ପା ରେ ନାହିଁ। ମୁଁ ଏତେ ଲଜ୍ଜିତ ଓ ବିଚଳିତ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଦୁଷ୍ଟ ହେଲେ, ମୋର ସନ୍ତାପ ହେବ, ପୁଣି ମୁଁ ଧାର୍ମିକ ହେଲେ ହେଁ ଅବମାନନାରେ ପୂର୍ଣ୍ଣ ହେବାରୁ ଓ ଆପଣା କ୍ଳେଶ ପ୍ରତି ଅନାଇବାରୁ ଆପଣା ମସ୍ତକ ଟେକି ପାରୁ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯେତେବେଳେ ପାପ କରେ, ମୁଁ ଦୋଷୀ ହୁଏ ଏବଂ ତାହା ମୋ’ ପ୍ରତି ବହୁତ ଖରାପ। ଯଦିଓ ମୁଁ ନିର୍ଦ୍ଦୋଷ ମୁଁ ମୁଣ୍ଡ ଟେକି ପାରେ ନାହିଁ। ମୁଁ ଏତେ ଲଜ୍ଜିତ ଓ ବିଚଳିତ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଦୁଷ୍ଟ ହେଲେ, ମୋର ସନ୍ତାପ ହେବ, ପୁଣି ମୁଁ ଧାର୍ମିକ ହେଲେ ହେଁ ଅବମାନନାରେ ପୂର୍ଣ୍ଣ ହେବାରୁ ଓ ଆପଣା କ୍ଳେଶ ପ୍ରତି ଅନାଇବାରୁ ଆପଣା ମସ୍ତକ ଟେକି ପାରୁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଦୁଷ୍ଟ ହେଲେ, ମୋର ସନ୍ତାପ ହେବ, ପୁଣି ମୁଁ ଧାର୍ମିକ ହେଲେ ହେଁ ଅବମାନନାରେ ପୂର୍ଣ୍ଣ ହେବାରୁ ଓ ଆପଣା କ୍ଳେଶ ପ୍ରତି ଅନାଇବାରୁ ଆପଣା ମସ୍ତକ ଟେକି ପାରୁ ନାହିଁ।