Job 10:16 — Compare Translations

5 translations compared side by side

Odia - 1840
"ଯଦି ମାେ ଜୀବନ ରେ କିଛି ସଫଳତା ଆସିଛି ଏବଂ ଯେଉଁଥିପାଇଁ ମୁଁ ଗର୍ବିତ ବା ମୁଣ୍ଡ ଟକେି ବାଟ ଚାଲିବାର ଶକ୍ତି ହାସଲ କରୁଛି। ଏବେ ପୁନର୍ବାର ତୁମ୍ଭେ ତୁମ୍ଭର ଶକ୍ତିକୁ ମାେ ବିରୁଦ୍ଧ ରେ ପ୍ରଯୋଗ କରୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୋର ମସ୍ତକ ଆପେ ଟେକି ହେଲେ, ତୁମ୍ଭେ ସିଂହ ପରି ମୋତେ ମୃଗୟା କରୁଅଛଓ ତୁମ୍ଭେ ପୁନର୍ବାର ମୋʼ ପ୍ରତି ଆପଣାକୁ ଅଦ୍ଭୁତ ଦେଖାଉଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ମୋ’ ଜୀବନରେ କିଛି ସଫଳତା ଆସିଛି ଏବଂ ଯେଉଁଥିପାଇଁ ମୁଁ ଗର୍ବିତ ବା ମୁଣ୍ଡ ଟେକି ବାଟ ଗ୍ଭଲିବାର ଶକ୍ତି ହାସଲ କରୁଛି। ଏବେ ପୁନର୍ବାର ତୁମ୍ଭେ ତୁମ୍ଭର ଶକ୍ତିକୁ ମୋ’ ବିରୁଦ୍ଧରେ ପ୍ରୟୋଗ କରୁଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମୋର ମସ୍ତକ ଆପେ ଟେକି ହେଲେ, ତୁମ୍ଭେ ସିଂହ ପରି ମୋତେ ମୃଗୟା କରୁଅଛ ଓ ତୁମ୍ଭେ ପୁନର୍ବାର ମୋʼ ପ୍ରତି ଆପଣାକୁ ଅଦ୍ଭୁତ ଦେଖାଉଅଛ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମୋର ମସ୍ତକ ଆପେ ଟେକି ହେଲେ, ତୁମ୍ଭେ ସିଂହ ପରି ମୋତେ ମୃଗୟା କରୁଅଛ ଓ ତୁମ୍ଭେ ପୁନର୍ବାର ମୋ’ ପ୍ରତି ଆପଣାକୁ ଅଦ୍ଭୁତ ଦେଖାଉଅଛ।