Job 10:17 — Compare Translations
5 translations compared side by side
Odia - 1840
"ତୁମ୍ଭେ ନୂଆ ସାକ୍ଷୀମାନଙ୍କୁ ମାେ ବିରୁଦ୍ଧ ରେ ନଇେଆସ ମାେତେ ଅଧର୍ମ ପ୍ରମାଣିତ କରିବା ପାଇଁ। ତୁମ୍ଭେ ଆପଣା ରାଗକୁ ମାେ ଉପରେ ବାରମ୍ବାର ନାନା ପ୍ରକାର ରେ ବୃଦ୍ଧି କରୁଛ। ତୁମ୍ଭେ ସୈନ୍ଯ ପରେ ସୈନ୍ଯ ମାେ ବରୁଦ୍ଧ ରେ ପଠାଇଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମୋʼ ବିରୁଦ୍ଧରେ ନୂଆ ନୂଆ ସାକ୍ଷୀ ଆଣୁଅଛ ଓ ତୁମ୍ଭେ ମୋʼ ଉପରେ ଆପଣା କ୍ରୋଧ ବୃଦ୍ଧି କରୁଅଛ; ନୂତନ ନୂତନ ସୈନ୍ୟଦଳ ମୋହର ପ୍ରତିକୂଳ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ନୂଆ ସାକ୍ଷୀମାନଙ୍କୁ ମୋ’ ବିରୁଦ୍ଧରେ ନେଇଆସ ମୋତେ ଅଧର୍ମ ପ୍ରମାଣିତ କରିବା ପାଇଁ। ତୁମ୍ଭେ ଆପଣା ରାଗକୁ ମୋ’ ଉପରେ ବାରମ୍ବାର ନାନା ପ୍ରକାରରେ ବୃଦ୍ଧି କରୁଛ। ତୁମ୍ଭେ ସୈନ୍ୟ ପରେ ସୈନ୍ୟ ମୋ’ ବିରୁଦ୍ଧରେ ପଠାଇଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମୋʼ ବିରୁଦ୍ଧରେ ନୂଆ ନୂଆ ସାକ୍ଷୀ ଆଣୁଅଛ ଓ ତୁମ୍ଭେ ମୋʼ ଉପରେ ଆପଣା କ୍ରୋଧ ବୃଦ୍ଧି କରୁଅଛ; ନୂତନ ନୂତନ ସୈନ୍ୟଦଳ ମୋହର ପ୍ରତିକୂଳ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମୋ’ ବିରୁଦ୍ଧରେ ନୂଆ ନୂଆ ସାକ୍ଷୀ ଆଣୁଅଛ ଓ ତୁମ୍ଭେ ମୋ’ ଉପରେ ଆପଣା କ୍ରୋଧ ବୃଦ୍ଧି କରୁଅଛ; ନୂତନ ନୂତନ ସୈନ୍ୟଦଳ ମୋହର ପ୍ରତିକୂଳ।