Job 10:18 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ତୁମ୍ଭେ ମାେତେ କାହିଁକି ଜନ୍ମ ହବୋକୁ ଦଲେ? ମୁଁ ଇଚ୍ଛା କରେ କହେି ମାେତେ ଦେଖିବା ପୂର୍ବରୁ ମରିୟାଇଥାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ତୁମ୍ଭେ କାହିଁକି ମୋତେ ଗର୍ଭରୁ ବାହାର କରି ଆଣିଅଛ? ମୁଁ ପ୍ରାଣତ୍ୟାଗ କରିଥାʼନ୍ତି ଓ କୌଣସି ଚକ୍ଷୁ ମୋତେ ଦେଖି ନ ଥାʼନ୍ତା,
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ତୁମ୍ଭେ ମୋତେ କାହିଁକି ଜନ୍ମ ହେବାକୁ ଦେଲ? ମୁଁ ଇଚ୍ଛା କରେ କେହି ମୋତେ ଦେଖିବା ପୂର୍ବରୁ ମରିଯାଇଥା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ତୁମ୍ଭେ କାହିଁକି ମୋତେ ଗର୍ଭରୁ ବାହାର କରି ଆଣିଅଛ? ମୁଁ ପ୍ରାଣତ୍ୟାଗ କରିଥାʼନ୍ତି ଓ କୌଣସି ଚକ୍ଷୁ ମୋତେ ଦେଖି ନ ଥାʼନ୍ତା,
Odia IRV 2017 (ଓଡିଆ ବାଇବେଲ)
ତେବେ ତୁମ୍ଭେ କାହିଁକି ମୋତେ ଗର୍ଭରୁ ବାହାର କରି ଆଣିଅଛ? ମୁଁ ପ୍ରାଣତ୍ୟାଗ କରିଥା’ନ୍ତି ଓ କୌଣସି ଚକ୍ଷୁ ମୋତେ ଦେଖି ନ ଥା’ନ୍ତା,