Job 10:19 — Compare Translations

5 translations compared side by side

Odia - 1840
"ମାେତେ ଭଲ ହାଇେଥାଆନ୍ତା ଯଦି ମୁଁ ବଞ୍ଚି ନ ଥାଆନ୍ତି। କି ମାତୃଗର୍ଭରୁ ସିଧା କବରକୁ ୟାଇଥିଲେ ଭଲ ହାଇେଥାନ୍ତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଅଜାତର ତୁଲ୍ୟ ହୋଇଥାʼନ୍ତି; ମୁଁ ଗର୍ଭରୁ କବରକୁ ଘେନା ଯାଇଥାʼନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୋତେ ଭଲ ହୋଇଥା’ନ୍ତା, ଯଦି ମୁଁ ବଞ୍ଚି ନ ଥା’ନ୍ତି। କି ମାତୃଗର୍ଭରୁ ସିଧା କବରକୁ ଯାଇଥିଲେ, ଭଲ ହୋଇଥା’ନ୍ତା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଅଜାତର ତୁଲ୍ୟ ହୋଇଥାʼନ୍ତି; ମୁଁ ଗର୍ଭରୁ କବରକୁ ଘେନା ଯାଇଥାʼନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଅଜାତର ତୁଲ୍ୟ ହୋଇଥା’ନ୍ତି; ମୁଁ ଗର୍ଭରୁ କବରକୁ ଘେନା ଯାଇଥା’ନ୍ତି।