Job 10:21 — Compare Translations

5 translations compared side by side

Odia - 1840
"ପୂର୍ବରୁ ମୁଁ ସହେି ସ୍ଥାନକୁ ୟିବି ଯେଉଁଠାରୁ କହେି କବେେ ଫେ ରେ ନାହିଁ। ଯାହା ମୃତ୍ଯୁ ଓ ଅନ୍ଧକାର ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋତେ ଛାଡ଼ି ଦିଅ, ତହିଁରେ ମୁଁ ଯେଉଁ ସ୍ଥାନରୁ ଫେରି ଆସିବି ନାହିଁ, ଏପରି ଅନ୍ଧକାର ଓ ମୃତ୍ୟୁଚ୍ଛାୟାରୂପ ଦେଶକୁ ଯିବା ପୂର୍ବେ ମୁଁ କ୍ଷଣକାଳ ସାନ୍ତ୍ଵନା ପାଇବି;
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସେହି ସ୍ଥାନକୁ ଯିବି ଯେଉଁଠାରୁ କେହି କେବେ ଫେରେ ନାହିଁ। ଯାହା ମୃତ୍ୟୁ ଓ ଅନ୍ଧକାର ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋତେ ଛାଡ଼ିଦିଅ, ତହିଁରେ ମୁଁ ଯେଉଁ ସ୍ଥାନରୁ ଫେରି ଆସିବି ନାହିଁ, ଏପରି ଅନ୍ଧକାର ଓ ମୃତ୍ୟୁୁଚ୍ଛାୟାରୂପ ଦେଶକୁ ଯିବା ପୂର୍ବେ ମୁଁ କ୍ଷଣକାଳ ସାନ୍ତ୍ୱନା ପାଇବି;
Odia IRV 2017 (ଓଡିଆ ବାଇବେଲ)
ମୋତେ ଛାଡ଼ି ଦିଅ, ତହିଁରେ ମୁଁ ଯେଉଁ ସ୍ଥାନରୁ ଫେରି ଆସିବି ନାହିଁ, ଏପରି ଅନ୍ଧକାର ଓ ମୃତ୍ୟୁୁଚ୍ଛାୟାରୂପ ଦେଶକୁ ଯିବା ପୂର୍ବେ ମୁଁ କ୍ଷଣକାଳ ସାନ୍ତ୍ୱନା ପାଇବି;