Job 10:22 — Compare Translations
5 translations compared side by side
Odia - 1840
"ମାରେ ଯେଉଁ ଅଳ୍ପ ଅବଶିଷ୍ଟ ଜୀବନ ବାକି ଅଛି ତାକୁ ଭୋଗ କରିବାକୁ ଦିଅ ସହେି ଦେଶକୁ ୟିବା ପୂର୍ବରୁ ଯାହାକୁ କହେି କବେେ ଦେଖି ନାହିଁ, ସହେି ଅନ୍ଧକାର ଅବ୍ଯବସ୍ଥା ରାଜ୍ଯ ରେ ଆଲୋକ ମଧ୍ଯ ଘନ ଅନ୍ଧକାର ସମାନ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଦେଶ ଅନ୍ଧକାର ତୁଲ୍ୟ ନିବିଡ଼ ଅନ୍ଧକାରମୟ; ସେ ଦେଶ ମୃତ୍ୟୁଚ୍ଛାୟାମୟ, ସୁଧାରାବିହୀନ ଓ ସେଠାରେ ଦୀପ୍ତି ଅନ୍ଧକାରର ସମାନ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଯେଉଁ ଅଳ୍ପ ଅବଶିଷ୍ଟ ଜୀବନ ବାକି ଅଛି ତାକୁ ଭୋଗ କରିବାକୁ ଦିଅ ସେହି ଦେଶକୁ ଯିବା ପୂର୍ବରୁ ଯାହାକୁ କେହି କେବେ ଦେଖି ନାହିଁ, ସେହି ଅନ୍ଧକାର ଅବ୍ୟବସ୍ଥା ରାଜ୍ୟରେ ଆଲୋକ ମଧ୍ୟ ଘନ ଅନ୍ଧକାର ସମାନ ଅଟେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଦେଶ ଅନ୍ଧକାର ତୁଲ୍ୟ ନିବିଡ଼ ଅନ୍ଧକାରମୟ; ସେ ଦେଶ ମୃତ୍ୟୁୁଚ୍ଛାୟାମୟ, ସୁଧାରାବିହୀନ ଓ ସେଠାରେ ଦୀପ୍ତି ଅନ୍ଧକାରର ସମାନ।”
Odia IRV 2017 (ଓଡିଆ ବାଇବେଲ)
ସେ ଦେଶ ଅନ୍ଧକାର ତୁଲ୍ୟ ନିବିଡ଼ ଅନ୍ଧକାରମୟ; ସେ ଦେଶ ମୃତ୍ୟୁୁଚ୍ଛାୟାମୟ, ସୁଧାରାବିହୀନ ଓ ସେଠାରେ ଦୀପ୍ତି ଅନ୍ଧକାରର ସମାନ।”