Job 10:3 — Compare Translations

5 translations compared side by side

Odia - 1840
"ଯେତବେେଳେ ପରମେଶ୍ବର, ମାେତେ ଆଘାତ କରନ୍ତି, ତାହା କ'ଣ ତୁମ୍ଭକୁ ଖୁସି କରେ? ଏପରି ଦଖାଯାେଉଛି ଯେପରି ତୁମ୍ଭେ ଯାହାକୁ ଗଢ଼ିଛ, ତାହାର କୌଣସି ଯତ୍ନ ନେଉ ନାହଁ। କିନ୍ତୁ ତୁମ୍ଭେ ଦୁଷ୍ଟ ଲୋକଙ୍କର ଯୋଜନା ରେ ଖୁସି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଯେ ଉପଦ୍ରବ କରିବ, ତୁମ୍ଭେ ଯେ ଆପଣା ହସ୍ତର କର୍ମ ତୁଚ୍ଛ କରିବ ଓ ଦୁଷ୍ଟର ମନ୍ତ୍ରଣାରେ ପ୍ରସନ୍ନ ହେବ, ଏହା କʼଣ ତୁମ୍ଭ ପ୍ରତି ଭଲ?
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ପରମେଶ୍ୱର ମୋତେ ଆଘାତ କରନ୍ତି, ତାହା କ’ଣ ତୁମ୍ଭକୁ ଖୁସୀ କରେ? ଏପରି ଦେଖାଯାଉଛି ଯେପରି ତୁମ୍ଭେ ଯାହାକୁ ଗଢ଼ିଛ, ତାହାର କୌଣସି ଯତ୍ନ ନେଉ ନାହଁ। କିନ୍ତୁ ତୁମ୍ଭେ ଦୁଷ୍ଟ ଲୋକଙ୍କର ଯୋଜନାରେ ଖୁସୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଯେ ଉପଦ୍ରବ କରିବ, ତୁମ୍ଭେ ଯେ ଆପଣା ହସ୍ତର କର୍ମ ତୁଚ୍ଛ କରିବ ଓ ଦୁଷ୍ଟର ମନ୍ତ୍ରଣାରେ ପ୍ରସନ୍ନ ହେବ, ଏହା କʼଣ ତୁମ୍ଭ ପ୍ରତି ଭଲ?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଯେ ଉପଦ୍ରବ କରିବ, ତୁମ୍ଭେ ଯେ ଆପଣା ହସ୍ତର କର୍ମ ତୁଚ୍ଛ କରିବ ଓ ଦୁଷ୍ଟର ମନ୍ତ୍ରଣାରେ ପ୍ରସନ୍ନ ହେବ, ଏହା କ’ଣ ତୁମ୍ଭ ପ୍ରତି ଭଲ?