Job 10:7 — Compare Translations
5 translations compared side by side
Odia - 1840
"ତୁମ୍ଭେ ତ ଜାଣ ମୁଁ ନିର୍ଦ୍ ଦୋଷ। କିନ୍ତୁ ତୁମ୍ଭ ହାତରୁ ମାେତେ କହେି ଉଦ୍ଧାର କରିପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ତ ଜାଣ, ମୁଁ ଦୁଷ୍ଟ ନୁହେଁ ଓ ତୁମ୍ଭ ହସ୍ତରୁ ଉଦ୍ଧାର କରିବାକୁ କେହି ସମର୍ଥ ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ତ ଜାଣ ମୁଁ ନିର୍ଦ୍ଦୋଷ। କିନ୍ତୁ ତୁମ୍ଭ ହାତରୁ ମୋତେ କେହି ଉଦ୍ଧାର କରି ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ତ ଜାଣ, ମୁଁ ଦୁଷ୍ଟ ନୁହେଁ ଓ ତୁମ୍ଭ ହସ୍ତରୁ ଉଦ୍ଧାର କରିବାକୁ କେହି ସମର୍ଥ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ତ ଜାଣ, ମୁଁ ଦୁଷ୍ଟ ନୁହେଁ ଓ ତୁମ୍ଭ ହସ୍ତରୁ ଉଦ୍ଧାର କରିବାକୁ କେହି ସମର୍ଥ ନୁହେଁ।