Job 10:8 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ତୁମ୍ଭେ ମାେତେ ତୁମ୍ଭ ହାତ ରେ ଗଢ଼ିଛ। ମାରେ ଶରୀରକୁ ତୁମ୍ଭେ ନିର୍ମାଣ କରିଛ। କିନ୍ତୁ ବର୍ତ୍ତମାନ ତୁମ୍ଭେ ବଦଳିଛ ଏବଂ ମାେତେ ଧ୍ବଂସ କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ହସ୍ତ ମୋତେ ଗଢ଼ିଅଛି ଓ ସର୍ବାଙ୍ଗ ସୁସଂଯୁକ୍ତ କରି ମୋତେ ନିର୍ମାଣ କରିଅଛି; ତଥାପି ତୁମ୍ଭେ ମୋତେ ସଂହାର କରୁଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ତୁମ୍ଭେ ମୋତେ ତୁମ୍ଭ ହାତରେ ଗଢ଼ିଛ। ମୋର ଶରୀରକୁ ତୁମ୍ଭେ ନିର୍ମାଣ କରିଛ। କିନ୍ତୁ ବର୍ତ୍ତମାନ ତୁମ୍ଭେ ବଦଳିଛ ଏବଂ ମୋତେ ଧ୍ୱଂସ କରିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ହସ୍ତ ମୋତେ ଗଢ଼ିଅଛି ଓ ସର୍ବାଙ୍ଗ ସୁସଂଯୁକ୍ତ କରି ମୋତେ ନିର୍ମାଣ କରିଅଛି; ତଥାପି ତୁମ୍ଭେ ମୋତେ ସଂହାର କରୁଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ହସ୍ତ ମୋତେ ଗଢ଼ିଅଛି ଓ ସର୍ବାଙ୍ଗ ସୁସଂଯୁକ୍ତ କରି ମୋତେ ନିର୍ମାଣ କରିଅଛି; ତଥାପି ତୁମ୍ଭେ ମୋତେ ସଂହାର କରୁଅଛ।