Job 10:9 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ତୁମ୍ଭେ ମନରେଖ ତୁମ୍ଭେ ମାେତେ ମାଟି ତୁଲ୍ଯ ତିଆରି କରିଥିଲ। ପୁଣି ମାେତେ ଧୂଳି ରେ ମିଶାଇ ଦବେ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ବିନୟ କରୁଅଛି, ସ୍ମରଣ କର, ତୁମ୍ଭେ ମୋତେ ମୃତ୍ତିକା ତୁଲ୍ୟ ଗଢ଼ିଅଛ ଓ ତୁମ୍ଭେ କʼଣ ମୋତେ ପୁନର୍ବାର ଧୂଳି କରିବ?
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ତୁମ୍ଭେ ମନେରଖ ତୁମ୍ଭେ ମୋତେ ମାଟି ତୁଲ୍ୟ ତିଆରି କରିଥିଲ। ପୁଣି ମୋତେ ଧୂଳିରେ ମିଶାଇ ଦେବ କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ବିନୟ କରୁଅଛି, ସ୍ମରଣ କର, ତୁମ୍ଭେ ମୋତେ ମୃତ୍ତିକା ତୁଲ୍ୟ ଗଢ଼ିଅଛ ଓ ତୁମ୍ଭେ କʼଣ ମୋତେ ପୁନର୍ବାର ଧୂଳି କରିବ?
Odia IRV 2017 (ଓଡିଆ ବାଇବେଲ)
ମୁଁ ବିନୟ କରୁଅଛି, ସ୍ମରଣ କର, ତୁମ୍ଭେ ମୋତେ ମୃତ୍ତିକା ତୁଲ୍ୟ ଗଢ଼ିଅଛ ଓ ତୁମ୍ଭେ କ’ଣ ମୋତେ ପୁନର୍ବାର ଧୂଳି କରିବ?