Job 11:10 — Compare Translations

5 translations compared side by side

Odia - 1840
"ଯଦି ପରମେଶ୍ବର ତୁମ୍ଭକୁ ବନ୍ଦୀକରି ବିଚାର ସଭା ରେ ଉପସ୍ଥାପିତ କରାନ୍ତି, କିଏ ତାକୁ ବାରଣ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ସେ ଚାଲିଯାʼନ୍ତି ଓ ବନ୍ଦ କରନ୍ତି ଓ ବିଚାର-ସଭାକୁ ଡାକନ୍ତି, ତେବେ କିଏ ତାହାଙ୍କୁ ବାରଣ କରିପାରେ?
Odia Bible ERV 2004 (ପବିତ୍ର ବାଇବଲ)
“ଯଦି ପରମେଶ୍ୱର ତୁମ୍ଭକୁ ବନ୍ଦୀକରି ବିଗ୍ଭର ସଭାରେ ଉପସ୍ଥାପିତ କରାନ୍ତି, କିଏ ତାକୁ ବାରଣ କରିବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ପରମେଶ୍ୱର ଚାଲିଯାʼନ୍ତି ଓ ବନ୍ଦ କରନ୍ତି ଓ ବିଚାର ସଭାକୁ ଡାକନ୍ତି, ତେବେ କିଏ ତାହାଙ୍କୁ ବାରଣ କରିପାରେ?
Odia IRV 2017 (ଓଡିଆ ବାଇବେଲ)
ଯଦି ପରମେଶ୍ୱର ଚାଲିଯା’ନ୍ତି ଓ ବନ୍ଦ କରନ୍ତି ଓ ବିଚାର ସଭାକୁ ଡାକନ୍ତି, ତେବେ କିଏ ତାହାଙ୍କୁ ବାରଣ କରିପାରେ?