Job 11:12 — Compare Translations

5 translations compared side by side

Odia - 1840
"ଗୋଟାଏ ବଣୁଆ ଗଧ ମଣିଷକୁ ଜନ୍ମ ଦଇପୋ ରେ ନାହିଁ। ଜଣେ ବୋକା କବେେ ଜ୍ଞାନୀ ହାଇପୋରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଅସାର ମନୁଷ୍ୟ ବୁଦ୍ଧିବିହୀନ, ହଁ, ବନ୍ୟ ଗର୍ଦ୍ଦଭଶାବକ ତୁଲ୍ୟ ମନୁଷ୍ୟ ଜାତ ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ଗୋଟାଏ ବଣୁଆ ଗଧ ମଣିଷକୁ ଜନ୍ମ ଦେଇପାରେ ନାହିଁ। ଜଣେ ବୋକା କେବେ ଜ୍ଞାନୀ ହୋଇ ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜଣେ ଅସାର ମନୁଷ୍ୟ ବୁଦ୍ଧିବାନ ହୋଇ ପାରିବ, କିନ୍ତୁ ଯେବେ ବନ୍ୟ ଗର୍ଦ୍ଦଭଶାବକ ମନୁଷ୍ୟକୁ ଜାତ କରିବ।
Odia IRV 2017 (ଓଡିଆ ବାଇବେଲ)
ଜଣେ ଅସାର ମନୁଷ୍ୟ ବୁଦ୍ଧିବାନ ହୋଇ ପାରିବ, କିନ୍ତୁ ଯେବେ ବନ୍ୟ ଗର୍ଦ୍ଦଭଶାବକ ମନୁଷ୍ୟକୁ ଜାତ କରିବ।