Job 11:13 — Compare Translations

5 translations compared side by side

Odia - 1840
"କିନ୍ତୁ ଆୟୁବ ତୁମ୍ଭେ ଯଥାର୍ଥରୂପେ ଅନ୍ତରର ସହିତ ପରମେଶ୍ବରଙ୍କ ସବୋପାଇଁ ପ୍ରସ୍ତୁତ ହବୋ ଉଚିତ। ଏବଂ ତାଙ୍କ ଉପାସନା ପାଇଁ ତୁମ୍ଭର ଦୁଇହାତ ପ୍ରସାରିତ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ତୁମ୍ଭେ ଯଥାର୍ଥ ରୂପେ ଆପଣା ଅନ୍ତଃକରଣ ସୁସ୍ଥିର କରି ତାହାଙ୍କ ଆଡ଼େ ଆପଣା ହସ୍ତ ବିସ୍ତାର କର;
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଆୟୁବ ତୁମ୍ଭେ ଯଥାର୍ଥରୂପେ ଅନ୍ତରର ସହିତ ପରମେଶ୍ୱରଙ୍କ ସେବା ପାଇଁ ପ୍ରସ୍ତୁତ ହେବା ଉଚିତ୍। ଏବଂ ତାଙ୍କ ଉପାସନା ପାଇଁ ତୁମ୍ଭର ଦୁଇ ହାତ ପ୍ରସାରିତ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ତୁମ୍ଭେ ଯଥାର୍ଥ ରୂପେ ଆପଣା ଅନ୍ତଃକରଣ ସୁସ୍ଥିର କରି ତାହାଙ୍କ ଆଡ଼େ ଆପଣା ହସ୍ତ ବିସ୍ତାର କର;
Odia IRV 2017 (ଓଡିଆ ବାଇବେଲ)
ଯଦି ତୁମ୍ଭେ ଯଥାର୍ଥ ରୂପେ ଆପଣା ଅନ୍ତଃକରଣ ସୁସ୍ଥିର କରି ତାହାଙ୍କ ଆଡ଼େ ଆପଣା ହସ୍ତ ବିସ୍ତାର କର;