Job 11:14 — Compare Translations

5 translations compared side by side

Odia - 1840
"ଯଦି ତୁମ୍ଭ ହାତ ରେ ପାପ ବା ଅଧର୍ମ ଥାଏ ତା' ହେଲେ ତାକୁ ଦୂର କର ଓ ଅନ୍ଯାଯକୁ ତୁମ୍ଭ ଗୃହ ରେ ବାସ କରିବାକୁ ଦିଅନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ତୁମ୍ଭ ହସ୍ତରେ ଅଧର୍ମ ଥାଏ, ତାହା ଦୂର କରି ଦିଅ ଓ ଅଧର୍ମକୁ ତୁମ୍ଭ ତମ୍ଵୁରେ ବାସ କରିବାକୁ ନ ଦିଅ;
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭ ହାତରେ ପାପ ବା ଅଧର୍ମ ଥାଏ, ତା’ହେଲେ ତାକୁ ଦୂର କର ଓ ଅନ୍ୟାୟକୁ ତୁମ୍ଭ ଗୃହରେ ବାସ କରିବାକୁ ଦିଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ତୁମ୍ଭ ହସ୍ତରେ ଅଧର୍ମ ଥାଏ, ତାହା ଦୂର କରିଦିଅ ଓ ଅଧର୍ମକୁ ତୁମ୍ଭ ତମ୍ବୁରେ ବାସ କରିବାକୁ ନ ଦିଅ;
Odia IRV 2017 (ଓଡିଆ ବାଇବେଲ)
ଯଦି ତୁମ୍ଭ ହସ୍ତରେ ଅଧର୍ମ ଥାଏ, ତାହା ଦୂର କରି ଦିଅ ଓ ଅଧର୍ମକୁ ତୁମ୍ଭ ତମ୍ବୁରେ ବାସ କରିବାକୁ ନ ଦିଅ;