Job 11:15 — Compare Translations
5 translations compared side by side
Odia - 1840
"ତା'ପରେ ତୁମ୍ଭେ ଲଜ୍ଜ୍ଯାରହିତ ହାଇେ ପରମେଶ୍ବରଙ୍କୁ ଦେଖି ପାରିବ ଏବଂ ତୁମ୍ଭେ ବିନା ଭୟ ରେ ପରମେଶ୍ବରଙ୍କ ଆଗ ରେ ଶକ୍ତିଶାଳୀ ହାଇେ ଛିଡ଼ା ହାଇେ ପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ତୁମ୍ଭେ ନିଶ୍ଚୟ କଳଙ୍କରହିତ ହୋଇ ଆପଣା ମୁଖ ଟେକିବ; ଆହୁରି, ତୁମ୍ଭେ ସୁସ୍ଥିର ହେବ ଓ ଭୟ କରିବ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ତୁମ୍ଭେ ଲଜ୍ଜାରହିତ ହୋଇ ପରମେଶ୍ୱରଙ୍କୁ ଦେଖି ପାରିବ ଏବଂ ତୁମ୍ଭେ ବିନା ଭୟରେ ପରମେଶ୍ୱରଙ୍କ ଆଗରେ ଶକ୍ତିଶାଳୀ ହୋଇ ଛିଡ଼ା ହୋଇ ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ତୁମ୍ଭେ ନିଶ୍ଚୟ କଳଙ୍କରହିତ ହୋଇ ଆପଣା ମୁଖ ଟେକିବ; ଆହୁରି, ତୁମ୍ଭେ ସୁସ୍ଥିର ହେବ ଓ ଭୟ କରିବ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ତେବେ ତୁମ୍ଭେ ନିଶ୍ଚୟ କଳଙ୍କରହିତ ହୋଇ ଆପଣା ମୁଖ ଟେକିବ; ଆହୁରି, ତୁମ୍ଭେ ସୁସ୍ଥିର ହେବ ଓ ଭୟ କରିବ ନାହିଁ;