Job 11:17 — Compare Translations

5 translations compared side by side

Odia - 1840
"ତା'ପରେ ତୁମ୍ଭର ଜୀବନ ମଧ୍ଯାହ୍ନର ସୂର୍ୟ୍ଯ କିରଣଠାରୁ ଆହୁରି ନିର୍ମଳ ହବେ। ଜୀବନର ଅନ୍ଧକାରମଯ ସମୟଗୁଡ଼ିକ ପ୍ରଭାତର ସୂର୍ୟ୍ଯ ତୁଲ୍ଯ ଚକ୍ଚକ୍ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଜୀବନ ମଧ୍ୟାହ୍ନ ଅପେକ୍ଷା ନିର୍ମଳ ହେବ; ଅନ୍ଧକାର ଥିଲେ ହେଁ ତାହା ପ୍ରଭାତ ତୁଲ୍ୟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ତୁମ୍ଭର ଜୀବନ ମଧ୍ୟାହ୍ନର ସୂର୍ଯ୍ୟ କିରଣଠାରୁ ଆହୁରି ନିର୍ମଳ ହେବ। ଜୀବନର ଅନ୍ଧକାରମୟ ସମୟଗୁଡ଼ିକ ପ୍ରଭାତର ସୂର୍ଯ୍ୟ ତୁଲ୍ୟ ଚ‌କ୍‌ଚକ୍ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଜୀବନ ମଧ୍ୟାହ୍ନ ଅପେକ୍ଷା ନିର୍ମଳ ହେବ; ଅନ୍ଧକାର ଥିଲେ ହେଁ ତାହା ପ୍ରଭାତ ତୁଲ୍ୟ ହେବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଜୀବନ ମଧ୍ୟାହ୍ନ ଅପେକ୍ଷା ନିର୍ମଳ ହେବ; ଅନ୍ଧକାର ଥିଲେ ହେଁ ତାହା ପ୍ରଭାତ ତୁଲ୍ୟ ହେବ।