Job 11:18 — Compare Translations

5 translations compared side by side

Odia - 1840
"ପରମେଶ୍ବର ତୁମ୍ଭର ଯତ୍ନ ନବେେ ଏବଂ ତୁମ୍ଭକୁ ଶାନ୍ତି ଦବେେ। ତା'ପରେ ତୁମ୍ଭେ ତୁମ୍ଭର ଚତୁଃପାଶର୍‌ବକୁ ଅନାଇବ ଏବଂ ନିରାପଦ ରେ ବିଶ୍ରାମ ନବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଭରସା ଥିବାରୁ ତୁମ୍ଭେ ନିର୍ବିଘ୍ନରେ ରହିବ; ଆହୁରି, ତୁମ୍ଭେ ଆପଣା ଚତୁର୍ଦ୍ଦିଗ ଅନ୍ଵେଷଣ କରି ନିରାପଦରେ ବିଶ୍ରାମ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତୁମ୍ଭର ଯତ୍ନ ନେବେ ଏବଂ ତୁମ୍ଭକୁ ଶାନ୍ତି ଦେବେ। ତା’ପରେ ତୁମ୍ଭେ ତୁମ୍ଭର ଚତୁର୍ପାର୍ଶ୍ୱକୁ ଅନାଇବ ଏବଂ ନିରାପଦରେ ବିଶ୍ରାମ ନେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଭରସା ଥିବାରୁ ତୁମ୍ଭେ ନିର୍ବିଘ୍ନରେ ରହିବ; ଆହୁରି, ତୁମ୍ଭେ ଆପଣା ଚତୁର୍ଦ୍ଦିଗ ଅନ୍ଵେଷଣ କରି ନିରାପଦରେ ବିଶ୍ରାମ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଭରସା ଥିବାରୁ ତୁମ୍ଭେ ନିର୍ବିଘ୍ନରେ ରହିବ; ଆହୁରି, ତୁମ୍ଭେ ଆପଣା ଚତୁର୍ଦ୍ଦିଗ ଅନ୍ଵେଷଣ କରି ନିରାପଦରେ ବିଶ୍ରାମ କରିବ।