Job 11:19 — Compare Translations
5 translations compared side by side
Odia - 1840
"ତୁମ୍ଭେ ଶାନ୍ତି ରେ ଶାଇେପାରିବ! କହେି ତୁମ୍ଭକୁ ବିବ୍ରତ କରିପାରିବେ ନାହିଁ। ତୁମ୍ଭର ସାହାୟ୍ଯ ପାଇଁ ବହୁ ଲୋକ ତୁମ୍ଭ ନିକଟକୁ ଆସିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ତୁମ୍ଭେ ଶୟନ କଲେ, କେହି ତୁମ୍ଭକୁ ଭୀତ କରିବ ନାହିଁ; ବରଞ୍ଚ ଅନେକେ ତୁମ୍ଭ ନିକଟରେ ନିବେଦନ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଶାନ୍ତିରେ ଶୋଇ ପାରିବ! କେହି ତୁମ୍ଭକୁ ବିବ୍ରତ କରି ପାରିବେ ନାହିଁ। ତୁମ୍ଭର ସାହାଯ୍ୟ ପାଇଁ ବହୁ ଲୋକ ତୁମ୍ଭ ନିକଟକୁ ଆସିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ତୁମ୍ଭେ ଶୟନ କଲେ, କେହି ତୁମ୍ଭକୁ ଭୀତ କରିବ ନାହିଁ; ବରଞ୍ଚ ଅନେକେ ତୁମ୍ଭ ନିକଟରେ ନିବେଦନ କରିବେ।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ତୁମ୍ଭେ ଶୟନ କଲେ, କେହି ତୁମ୍ଭକୁ ଭୀତ କରିବ ନାହିଁ; ବରଞ୍ଚ ଅନେକେ ତୁମ୍ଭ ନିକଟରେ ନିବେଦନ କରିବେ।