Job 11:20 — Compare Translations

5 translations compared side by side

Odia - 1840
"ଦୁଷ୍ଟ ଲୋକମାନଙ୍କର ଚକ୍ଷୁ ସମାନଙ୍କେୁ ବିଫଳତା ଦବେ। ଦୁଷ୍ଟ ଲୋକ ସାହାୟ୍ଯ ପାଇଁ ହାତ ବଢ଼ାଇ ପାରନ୍ତି। କିନ୍ତୁ ସମାନେେ ତାଙ୍କ ଅସୁବିଧାରୁ ରକ୍ଷା ପାଇପାରିବେ ନାହିଁ। ସମାନଙ୍କେର ଆଶା କବଳେ ମୃତ୍ଯୁ ଆଡ଼କୁ ନଇୟୋଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଦୁଷ୍ଟମାନଙ୍କର ଚକ୍ଷୁ ନିସ୍ତେଜ ହେବ ଓ ସେମାନଙ୍କର ପଳାଇବାର ବାଟ ରହିବ ନାହିଁ, ଆଉ ସେମାନଙ୍କର ଭରସା ପ୍ରାଣତ୍ୟାଗରେ ପରିଣତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟ ଲୋକମାନଙ୍କର ଚକ୍ଷୁ ସେମାନଙ୍କୁ ବିଫଳତା ଦେବ। ଦୁଷ୍ଟ ଲୋକ ସାହାଯ୍ୟ ପାଇଁ ହାତ ବଢ଼ାଇ ପାରନ୍ତି, କିନ୍ତୁ ସେମାନେ ତାଙ୍କ ଅସୁବିଧାରୁ ରକ୍ଷା ପାଇ ପାରିବେ ନାହିଁ। ସେମାନଙ୍କର ଆଶା କେବଳ ମୃତ୍ୟୁ ଆଡ଼କୁ ନେଇଯାଏ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଦୁଷ୍ଟମାନଙ୍କର ଚକ୍ଷୁ ନିସ୍ତେଜ ହେବ ଓ ସେମାନଙ୍କର ପଳାଇବାର ବାଟ ରହିବ ନାହିଁ, ଆଉ ସେମାନଙ୍କର ଭରସା ପ୍ରାଣତ୍ୟାଗରେ ପରିଣତ ହେବ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଦୁଷ୍ଟମାନଙ୍କର ଚକ୍ଷୁ ନିସ୍ତେଜ ହେବ ଓ ସେମାନଙ୍କର ପଳାଇବାର ବାଟ ରହିବ ନାହିଁ, ଆଉ ସେମାନଙ୍କର ଭରସା ପ୍ରାଣତ୍ୟାଗରେ ପରିଣତ ହେବ।”