Job 11:3 — Compare Translations

5 translations compared side by side

Odia - 1840
"ତୁମ୍ଭେ କ'ଣ ଭାବୁଛ ଆୟୁବ ଆମ୍ଭ ପାଖ ରେ ତୁମ୍ଭକୁ ଉତ୍ତର ଦବୋକୁ କିଛି ନାହିଁ। ତୁମ୍ଭେ ପରମେଶ୍ବରଙ୍କୁ ପରିହାସ କଲ, ଲୋକେ କ'ଣ ତୁମ୍ଭକୁ ଚତାବେନୀ ନ ଶୁଣାଇ ନୀରବ ରେ ତାହା ସହ୍ଯ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଦର୍ପ କʼଣ ଲୋକମାନଙ୍କୁ ନୀରବ କରିବ? ଓ ତୁମ୍ଭେ ପରିହାସ କଲେ, କେହି କʼଣ ତୁମ୍ଭକୁ ଲଜ୍ଜିତ କରିବ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ କ’ଣ ଭାବୁଛ ଆୟୁବ ଆମ୍ଭ ପାଖରେ ତୁମ୍ଭକୁ ଉତ୍ତର ଦେବାକୁ କିଛି ନାହିଁ? ତୁମ୍ଭେ ପରମେଶ୍ୱରଙ୍କୁ ପରିହାସ କଲ, ଲୋକେ କ’ଣ ତୁମ୍ଭକୁ ଚେତାବନୀ ନ ଶୁଣାଇ ନୀରବରେ ତାହା ସହ୍ୟ କରିବେ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଦର୍ପ କʼଣ ଲୋକମାନଙ୍କୁ ନୀରବ କରିବ? ଓ ତୁମ୍ଭେ ପରିହାସ କଲେ, କେହି କʼଣ ତୁମ୍ଭକୁ ଲଜ୍ଜିତ କରିବ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଦର୍ପ କ’ଣ ଲୋକମାନଙ୍କୁ ନୀରବ କରିବ? ଓ ତୁମ୍ଭେ ପରିହାସ କଲେ, କେହି କ’ଣ ତୁମ୍ଭକୁ ଲଜ୍ଜିତ କରିବ ନାହିଁ?