Job 11:4 — Compare Translations
5 translations compared side by side
Odia - 1840
"ଆୟୁବ ତୁମ୍ଭେ ପରମେଶ୍ବରଙ୍କୁ କହୁଛ, 'ମାରେ ୟୁକ୍ତିତର୍କ ସବୁ ଠିକ୍ ଏବଂ ମୁଁ ତୁମ୍ଭ ଦୃଷ୍ଟି ରେ ପବିତ୍ର।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେ କହୁଅଛ, ମୋହର ବାକ୍ୟ ଶୁଦ୍ଧ, ମୁଁ ତୁମ୍ଭ ଦୃଷ୍ଟିରେ ଶୁଚି ।
Odia Bible ERV 2004 (ପବିତ୍ର ବାଇବଲ)
ଆୟୁବ ତୁମ୍ଭେ ପରମେଶ୍ୱରଙ୍କୁ କହୁଛ, ‘ମୋର ଯୁକ୍ତିତର୍କ ସବୁ ଠିକ୍ ଏବଂ ମୁଁ ତୁମ୍ଭ ଦୃଷ୍ଟିରେ ପବିତ୍ର।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭେ କହୁଅଛ, ‘ମୋହର ବାକ୍ୟ ଶୁଦ୍ଧ, ମୁଁ ତୁମ୍ଭ ଦୃଷ୍ଟିରେ ଶୁଚି।’
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭେ କହୁଅଛ, ମୋହର ବାକ୍ୟ ଶୁଦ୍ଧ, ମୁଁ ତୁମ୍ଭ ଦୃଷ୍ଟିରେ ଶୁଚି।