Job 11:5 — Compare Translations
5 translations compared side by side
Odia - 1840
"ଆୟୁବ, ଆହା ସତ ରେ ଯଦି ପରମେଶ୍ବର ତୁମ୍ଭକୁ କଥା କହନ୍ତେ ଏବଂ କହନ୍ତେ ତୁମ୍ଭେ ଭଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆହା, ଯେବେ ପରମେଶ୍ଵର କଥା କହନ୍ତେ ଓ ତୁମ୍ଭ ପ୍ରତିକୂଳରେ ଆପଣା ଓଷ୍ଠାଧର ଫିଟାନ୍ତେ;
Odia Bible ERV 2004 (ପବିତ୍ର ବାଇବଲ)
ଆୟୁବ, ଆହା ସତରେ ଯଦି ପରମେଶ୍ୱର ତୁମ୍ଭକୁ କଥା କହନ୍ତେ ଏବଂ tell you that you are wrong।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆହା, ଯେବେ ପରମେଶ୍ୱର କଥା କହନ୍ତେ ଓ ତୁମ୍ଭ ପ୍ରତିକୂଳରେ ଆପଣା ଓଷ୍ଠାଧର ଫିଟାନ୍ତେ;
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆହା, ଯେବେ ପରମେଶ୍ୱର କଥା କହନ୍ତେ ଓ ତୁମ୍ଭ ପ୍ରତିକୂଳରେ ଆପଣା ଓଷ୍ଠାଧର ଫିଟାନ୍ତେ;