Job 11:6 — Compare Translations

5 translations compared side by side

Odia - 1840
"ପରମେଶ୍ବର ତୁମ୍ଭକୁ ଜ୍ଞାନର ନିଗୂଢ଼ ରହସ୍ଯ ବିଷଯ ରେ କହନ୍ତେ ଏବଂ ସେ କହି ପାରନ୍ତେ କିପରି ଗୋଟିଏ ଗପର ଦୁଇଟି ପାଖ ରହିଛି। ଆୟୁବ ତୁମ୍ଭେ ଶୁଣ, ପରମେଶ୍ବର ତୁମ୍ଭକୁ ଦଣ୍ଡ ଦେଉ ନାହାଁନ୍ତି ଯେତିକି ସେ ତୁମ୍ଭକୁ ଦବୋ କଥା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଜ୍ଞାନର ନିଗୂଢ଼ ତତ୍ତ୍ଵ, ଅର୍ଥାତ୍, ତହିଁର ବହୁବିଧ ଫଳଦାୟକ କର୍ମଣ୍ୟତା ତୁମ୍ଭକୁ ଜ୍ଞାତ କରାନ୍ତେ! ଏହେତୁ ଜାଣ ଯେ, ପରମେଶ୍ଵର ତୁମ୍ଭ ଅପରାଧ ଅପେକ୍ଷା ଊଣା ପରିଶୋଧ ତୁମ୍ଭଠାରୁ ନେଉଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତୁମ୍ଭକୁ ଜ୍ଞାନର ନିଗୂଢ଼ ରହସ୍ୟ ବିଷୟରେ କହନ୍ତେ ଏବଂ ସେ କହି ପାରନ୍ତେ କିପରି ଗୋଟିଏ ଗପର ଦୁଇଟି ପାଖ ରହିଛି। ଆୟୁବ ତୁମ୍ଭେ ଶୁଣ, ପରମେଶ୍ୱର ତୁମ୍ଭକୁ ଦଣ୍ଡ ଦେଉ ନାହାନ୍ତି, ଯେତିକି ସେ ତୁମ୍ଭକୁ ଦେବା କଥା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଜ୍ଞାନର ନିଗୂଢ଼ ତତ୍ତ୍ୱ, ଅର୍ଥାତ୍‍, ତହିଁର ବହୁବିଧ ଫଳଦାୟକ କର୍ମଣ୍ୟତା ତୁମ୍ଭକୁ ଜ୍ଞାତ କରାନ୍ତେ! ଏହେତୁ ଜାଣ ଯେ, ପରମେଶ୍ୱର ତୁମ୍ଭ ଅପରାଧ ଅପେକ୍ଷା ଊଣା ପରିଶୋଧ ତୁମ୍ଭଠାରୁ ନେଉଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଜ୍ଞାନର ନିଗୂଢ଼ ତତ୍ତ୍ୱ, ଅର୍ଥାତ୍‍, ତହିଁର ବହୁବିଧ ଫଳଦାୟକ କର୍ମଣ୍ୟତା ତୁମ୍ଭକୁ ଜ୍ଞାତ କରାନ୍ତେ! ଏହେତୁ ଜାଣ ଯେ, ପରମେଶ୍ୱର ତୁମ୍ଭ ଅପରାଧ ଅପେକ୍ଷା ଊଣା ପରିଶୋଧ ତୁମ୍ଭଠାରୁ ନେଉଅଛନ୍ତି।