Job 11:7 — Compare Translations

5 translations compared side by side

Odia - 1840
"ଆୟୁବ, ତୁମ୍ଭେ କ'ଣ ସତ ରେ ପରମେଶ୍ବରଙ୍କୁ ବୁଝିଅଛ? ତୁମ୍ଭେ କ'ଣ ସତ ରେ ସର୍ବଶକ୍ତିମାନ ପ୍ରଭୁଙ୍କର ସୀମା ବୁଝିପାରୁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କʼଣ ଅନୁସନ୍ଧାନ ଦ୍ଵାରା ପରମେଶ୍ଵରଙ୍କୁ ପାଇପାର? ତୁମ୍ଭେ କʼଣ ସର୍ବଶକ୍ତିମାନଙ୍କର ସମ୍ପୂର୍ଣ୍ଣ ତତ୍ତ୍ଵ ପାଇପାର?
Odia Bible ERV 2004 (ପବିତ୍ର ବାଇବଲ)
ଆୟୁବ, “ତୁମ୍ଭେ କ’ଣ ସତରେ ପରମେଶ୍ୱରଙ୍କୁ ବୁଝିଅଛ? ତୁମ୍ଭେ କ’ଣ ସତରେ ସର୍ବଶକ୍ତିମାନ ପ୍ରଭୁଙ୍କର ସୀମା ବୁଝିପାରୁଛ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କʼଣ ଅନୁସନ୍ଧାନ ଦ୍ୱାରା ପରମେଶ୍ୱରଙ୍କୁ ପାଇ ପାର? ତୁମ୍ଭେ କʼଣ ସର୍ବଶକ୍ତିମାନଙ୍କର ସମ୍ପୂର୍ଣ୍ଣ ତତ୍ତ୍ୱ ପାଇ ପାର?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କ’ଣ ଅନୁସନ୍ଧାନ ଦ୍ୱାରା ପରମେଶ୍ୱରଙ୍କୁ ପାଇପାର? ତୁମ୍ଭେ କ’ଣ ସର୍ବଶକ୍ତିମାନଙ୍କର ସମ୍ପୂର୍ଣ୍ଣ ତତ୍ତ୍ୱ ପାଇପାର?