Job 11:9 — Compare Translations
5 translations compared side by side
Odia - 1840
"ପରମେଶ୍ବର ପୃଥିବୀଠାରୁ ଉଚ୍ଚ ଗରୀଯାନ ସମୁଦ୍ରଠାରୁ ଆହୁରି ଗଭୀର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁର ପରିମାଣ ପୃଥିବୀ ଅପେକ୍ଷା ଦୀର୍ଘ ଓ ସମୁଦ୍ର ଅପେକ୍ଷା ପ୍ରଶସ୍ତ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ପୃଥିବୀଠାରୁ ଉଚ୍ଚ ଗରୀୟାନ ସମୁଦ୍ରଠାରୁ ଆହୁରି ଗଭୀର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁର ପରିମାଣ ପୃଥିବୀ ଅପେକ୍ଷା ଦୀର୍ଘ ଓ ସମୁଦ୍ର ଅପେକ୍ଷା ପ୍ରଶସ୍ତ।
Odia IRV 2017 (ଓଡିଆ ବାଇବେଲ)
ତହିଁର ପରିମାଣ ପୃଥିବୀ ଅପେକ୍ଷା ଦୀର୍ଘ ଓ ସମୁଦ୍ର ଅପେକ୍ଷା ପ୍ରଶସ୍ତ।