Job 12:10 — Compare Translations
5 translations compared side by side
Odia - 1840
"ପ୍ରେତ୍ୟକକ ଜୀବନ୍ତ ପ୍ରାଣୀ ଓ ନିଶ୍ବାସ ନଇେ ବଞ୍ଚୁଥିବା ମଣିଷସବୁ ପରମେଶ୍ବରଙ୍କ ଶକ୍ତିର ଅଧୀନ ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ହସ୍ତରେ ପ୍ରତ୍ୟେକ ଜୀବର ପ୍ରାଣ ଓ ସମୁଦାୟ ନରବଂଶର ଶ୍ଵାସବାୟୁ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ଜୀବନ୍ତ ପ୍ରାଣୀ ଓ ନିଶ୍ୱାସ ନେଇ ବଞ୍ଚୁଥିବା ମଣିଷସବୁ ପରମେଶ୍ୱରଙ୍କ ଶକ୍ତିର ଅଧୀନରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ହସ୍ତରେ ପ୍ରତ୍ୟେକ ଜୀବର ପ୍ରାଣ ଓ ସମୁଦାୟ ନରବଂଶର ଶ୍ୱାସବାୟୁ ଅଛି।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ହସ୍ତରେ ପ୍ରତ୍ୟେକ ଜୀବର ପ୍ରାଣ ଓ ସମୁଦାୟ ନରବଂଶର ଶ୍ୱାସବାୟୁ ଅଛି।