Job 12:11 — Compare Translations

5 translations compared side by side

Odia - 1840
"କିନ୍ତୁ ଜିହ୍ବା ଯେପରି ଖାଦ୍ୟର ସ୍ବାଦ ବାରିପା ରେ। କାନ ସପରେି ଶୁଣୁଥିବା ଶବ୍ଦକୁ ବାରିପା ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ରସନା ଖାଦ୍ୟର ଆସ୍ଵାଦ ପାଏ, ସେପରି କର୍ଣ୍ଣ କʼଣ କଥାର ପରୀକ୍ଷା ନ କରେ?
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଜିହ୍ୱା ଯେପରି ଖାଦ୍ୟର ସ୍ୱାଦ ବାରିପାରେ। କାନ ସେପରି ଶୁଣୁଥିବା ଶବ୍ଦକୁ ବାରିପାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ରସନା ଖାଦ୍ୟର ଆସ୍ୱାଦ ପାଏ, ସେପରି କର୍ଣ୍ଣ କʼଣ କଥାର ପରୀକ୍ଷା ନ କରେ?
Odia IRV 2017 (ଓଡିଆ ବାଇବେଲ)
ଯେପରି ରସନା ଖାଦ୍ୟର ଆସ୍ୱାଦ ପାଏ, ସେପରି କର୍ଣ୍ଣ କ’ଣ କଥାର ପରୀକ୍ଷା ନ କରେ?