Job 12:13 — Compare Translations
5 translations compared side by side
Odia - 1840
"କିନ୍ତୁ ଜ୍ଞାନ ଓ ଶକ୍ତି ପରମେଶ୍ବରଙ୍କଠା ରେ ଅଛି। ସଦୁପଦେଶ ଓ ବୁଝିବା ଶକ୍ତି ତାଙ୍କର ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କଠାରେ ଜ୍ଞାନ ଓ ପରାକ୍ରମ ଥାଏ; ତାହାଙ୍କର ମନ୍ତ୍ରଣା ଓ ବୁଦ୍ଧି ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଜ୍ଞାନ ଓ ଶକ୍ତି ପରମେଶ୍ୱରଙ୍କଠାରେ ଅଛି। ସଦୁପଦେଶ ଓ ବୁଝିବା ଶକ୍ତି ତାଙ୍କର ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କଠାରେ ଜ୍ଞାନ ଓ ପରାକ୍ରମ ଥାଏ; ତାହାଙ୍କର ମନ୍ତ୍ରଣା ଓ ବୁଦ୍ଧି ଅଛି।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କଠାରେ ଜ୍ଞାନ ଓ ପରାକ୍ରମ ଥାଏ; ତାହାଙ୍କର ମନ୍ତ୍ରଣା ଓ ବୁଦ୍ଧି ଅଛି।