Job 12:14 — Compare Translations

5 translations compared side by side

Odia - 1840
"ଯଦି ପରମେଶ୍ବର କିଛି ଚିରି ଦିଅନ୍ତି, ଲୋକେ ତାହାକୁ ଆଉ ପୁଣି ତିଆରି କରିପାରନ୍ତି ନାହିଁ। ଯଦି ପରମେଶ୍ବର ଜଣକୁ ବନ୍ଦୀଗୃହ ରେ ପକାଇ ଦିଅନ୍ତି, ଲୋକେ ଚେଷ୍ଟାକରି ମଧ୍ଯ ତାକୁ ମୁକୁଳାଇ ପାରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ସେ ଭାଙ୍ଗି ପକାନ୍ତି, ଆଉ ତାହା ପୁନର୍ନିର୍ମିତ ହୋଇ ନ ପାରେ; ସେ ମନୁଷ୍ୟକୁ ରୁଦ୍ଧ କଲେ, ଆଉ ମୁକୁଳା ହୋଇ ନ ପାରେ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ପରମେଶ୍ୱର କିଛି ଚିରି ଦିଅନ୍ତି, ଲୋକେ ତାହାକୁ ଆଉ ପୁଣି ତିଆରି କରି ପାରନ୍ତି ନାହିଁ। ଯଦି ପରମେଶ୍ୱର ଜଣକୁ ବନ୍ଦୀଗୃହରେ ପକାଇ ଦିଅନ୍ତି, ଲୋକେ ଚେଷ୍ଟା କରି ମଧ୍ୟ ତାକୁ ମୁକୁଳାଇ ପାରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ସେ ଭାଙ୍ଗି ପକାନ୍ତି, ଆଉ ତାହା ପୁନଃନିର୍ମିତ ହୋଇ ନ ପାରେ; ସେ ମନୁଷ୍ୟକୁ ରୁଦ୍ଧ କଲେ, ଆଉ ମୁକୁଳା ହୋଇ ନ ପାରେ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ସେ ଭାଙ୍ଗି ପକାନ୍ତି, ଆଉ ତାହା ପୁନଃର୍ନିର୍ମିତ ହୋଇ ନ ପାରେ; ସେ ମନୁଷ୍ୟକୁ ରୁଦ୍ଧ କଲେ, ଆଉ ମୁକୁଳା ହୋଇ ନ ପାରେ।