Job 12:15 — Compare Translations
5 translations compared side by side
Odia - 1840
"ଯେତବେେଳେ ପରମେଶ୍ବର ବର୍ଷାକୁ ରଦ୍ଦ କରନ୍ତି, ତା' ହେଲେ ପୃଥିବୀ ଶୁଷ୍କ ହାଇୟୋଏ ଏବଂ ସେ ଯେତବେେଳେ ବର୍ଷା ଛାଡ଼ି ଦିଅନ୍ତି, ତା' ହେଲେ ପୃଥିବୀ ରେ ବନ୍ଯା ହାଇୟୋଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ସେ ଜଳରାଶିକି ଅଟକାଇଲେ, ତାହାସବୁ ଶୁଷ୍କ ହୋଇଯାଏ; ପୁନର୍ବାର ସେ ତାହା ପଠାଇ ଦେଲେ, ତାହା ପୃଥିବୀକି ଓଲଟପାଲଟ କରି ପକାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ପରମେଶ୍ୱର ବର୍ଷାକୁ ରୁଦ୍ଧ କରନ୍ତି, ତା’ହେଲେ ପୃଥିବୀ ଶୁଷ୍କ ହୋଇଯାଏ ଏବଂ ସେ ଯେତେବେଳେ ବର୍ଷା ଛାଡ଼ିଦିଅନ୍ତି, ତା’ହେଲେ ପୃଥିବୀରେ ବନ୍ୟା ହୋଇଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ସେ ଜଳରାଶିକି ଅଟକାଇଲେ, ତାହାସବୁ ଶୁଷ୍କ ହୋଇଯାଏ; ପୁନର୍ବାର ସେ ତାହା ପଠାଇଦେଲେ, ତାହା ପୃଥିବୀକୁ ଓଲଟପାଲଟ କରି ପକାଏ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ସେ ଜଳରାଶିକି ଅଟକାଇଲେ, ତାହାସବୁ ଶୁଷ୍କ ହୋଇଯାଏ; ପୁନର୍ବାର ସେ ତାହା ପଠାଇ ଦେଲେ, ତାହା ପୃଥିବୀକୁ ଓଲଟପାଲଟ କରି ପକାଏ।